ବଲାଙ୍ଗିର: ଆୟବହିର୍ଭୂତ ସମ୍ପତ୍ତି ଠୁଲ ଅଭିଯୋଗରେ ବଲାଙ୍ଗିର ଜିଲ୍ଳା ମହଲାଇର ଭେଟେନାରୀ ଲାଇଫ୍ଷ୍ଟକ୍ ଇନ୍ସପେକ୍ଟର ପ୍ରଦୀପ କୁମାର ମିଶ୍ରଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି। ବଲାଙ୍ଗିର, ସୋନପୁର, ବରଗଡ ଓ ସମ୍ୱଲପୁର ଭିଜିଲାନ୍ସ ଟିମ୍ ମିଳିତ ଭାବେ ପ୍ରଦୀପଙ୍କ ମହଲେଇ କାର୍ଯ୍ୟାଳୟ, ବଲାଙ୍ଗିର ଉତ୍କଳ ନଗରରେ ଥିବା ନିଜ ଘର, ବେହେରାପାଲିର ପୈତ୍ତୃକ ଘର, ସ୍ତ୍ରୀ ରହୁଥିବା ଉଲୁଣ୍ଡା ଓ ଶାଶୁ ଘର ତେଣ୍ଡାରେ ଭିଜିଲାନ୍ସ ଚଢାଉ କରିଛି। ଚଢାଉ ସମୟରେ ଭିଜିଲାନ୍ସ ବିଭିନ୍ନ ଲୋକଙ୍କ ନାଁରେ ଥିବା ବ୍ୟାଙ୍କ ଖାତା ଓ ଋଣ କାଗଜପତ୍ର ଜବତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।