ବରଗଡ: ବରଗଡ ଜିଲ୍ଲା ଭେଡ଼େନ୍ ବ୍ଲକ୍ ଅଧକ୍ଷା ଭାବେ ପୁଣି ନିର୍ବାଚିତ ହୋଇଛନ୍ତି ସୁଜାତା ପ୍ରଧାନ। ଏଥିପାଇଁ ବୁଧବାର ଅନୁଷ୍ଠିତ ହୋଇଥିଲା ଉପନିର୍ବାଚନ। ଏହି ପଦବୀ ପାଇଁ ସୁଜାତା ପ୍ରଧାନ ଏବଂ ସନ୍ତୋଷିନୀ ଦନ୍ତାଙ୍କ ମଧ୍ୟରେ ଲଢେଇ ହୋଇଥିଲା। ସୁଜାତା ୧୧ ଖଣ୍ଡ ଭୋଟ ପାଇଥିବା ବେଳେ ସନ୍ତୋଷିନୀ ୯ ଖଣ୍ଡ ଭୋଟ ପାଇଥିଲେ। ଗୋଟିଏ ଭୋଟ ନାକଚ ହୋଇଯାଇଥିଲା। ସୁଜାତା ୨ ଖଣ୍ଡ ଅଧିକ ଭୋଟ ପାଇ ଦ୍ୱିତୀୟ ଥର ପାଇଁ ବ୍ଲକ୍ ଅଧ୍ୟକ୍ଷା ଭାବେ ବିଜୟୀ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ଗତ ୨୦୧୪ ନିଭେମ୍ୱର ୧୮ ତାରିଖରେ ସୁଜାତା ପ୍ରଧାନଙ୍କ ବିରୋଧରେ ଅନସ୍ଥା ପ୍ରସ୍ତାବ ପାରିତ ହେବା ପରେ ପୁଣି ଥରେ ନିର୍ବାଚନ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜଗା ଜମି ଜାଲିଆତି: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ
ମାଟିତୋଟା ମୌଜାରେ ୧୦୯ଟି ରେଭିନ୍ୟୁ ପ୍ଲଟ ବେଆଇନ ଭାବେ ଜବରଦଖଲ ସହ ହସ୍ତାନ୍ତର ହୋଇଛି। ଯେଉଁମାନେ ଶ୍ରୀମନ୍ଦିର ଜମି ଅକ୍ତିଆର ବା ଏହି ଜମିରେ କୋଠା ନିର୍ମାଣ କରିଛନ୍ତି, ତାକୁ ଉଚ୍ଛେଦ କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ।
Crime
ଭିଣୋଇ ଓ ସ୍ୱାମୀଙ୍କ ପରେ ଜେଲ୍ ଗଲେ ସ୍କୁଟି ଦିଦି
ଦୁଇ ବର୍ଷ ତଳେ ପଶ୍ଚିମବଙ୍ଗ ଏସ୍ଟିଏଫ୍ ହାତରେ ଧରା ପଡ଼ିଥିଲେ ରୁକ୍ସାନାଙ୍କ ଭିଣୋଇ ଏସ୍.କେ ରସିଦ। କୋଲକାତାରୁ ତାଙ୍କୁ ଗିରଫ କରିଥିଲା ଏସ୍ଟିଏଫ୍ ଟିମ୍। କାର ସହ ୧୦ ଲକ୍ଷ ଟଙ୍କାର ହେରୋଇନ୍ ତାଙ୍କଠାରୁ ଜବତ କରିଥିଲା।
Miscellaneous
କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା
୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ବନ୍ଦ ରହିଥିବା ମିଶନ ଶକ୍ତି କାଫେକୁ ମଧ୍ୟ ଏସଏଚଜି ମହିଳାଙ୍କୁ ହସ୍ତାନ୍ତର କରି ଚାଲୁ କରାଯିବ। ରୋଗୀ କଲ୍ୟାଣ ସମିତି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।
Weather
ଆସୁଛି ଆଉ ଏକ ଲଘୁଚାପ!
କୁହୁଡି ନେତା ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।