ଥାନା ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ,୪ଟି ସ୍ଥାନରେ ଚଢ଼ାଉ

ବୀରବର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା।

vigilace Raid PhotoOR

ଗାଇସିଲେଟ୍‌ ଥାନା ଅଧିକାରୀ ବୀରବର ଭଗତ

Tapaswini Nayak
  • Published: Monday, 22 May 2023
  • Updated: 22 May 2023, 12:34 PM IST

Sports

Latest News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ‍ବରଗଡ଼ ଜିଲ୍ଲା ଗାଇସିଲେଟ୍‌ ଥାନା ଅଧିକାରୀ ବୀରବର ଭଗତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ଘର ଓ ଅଫିସ ସମେତ ୪ଟି ସ୍ଥାନରେ ଆଜି ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।

ବୀରବରଙ୍କ ଗାଇସିଲେଟରେ ଥିବା ସରକାରୀ ଘର ସହିତ ଥାନାରେ ଚଢ଼ାଉ କରାଯାଇଛି। ସେହିପରି ସମ୍ୱଲପୁରର ଅନୁଗୁଳିଆ ପଡାରେ ଥିବା ତାଙ୍କ ଘର ଓ ସମ୍ୱଲପୁର କାବ୍ରାପାଲିରେ ଥିବା ଫାର୍ମ ହାଉସରେ ଏକାକାଳୀନ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ଭିଜିଲାନ୍ସ ବୀରବରଙ୍କ ଗାଇସିଲେଟ କ୍ୱାର୍ଟର୍ସରୁ କିଛି ନଗଦ ଟଙ୍କା, ସୁନାଗହଣା ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ଜଣାପଡ଼ିଛି।

Also Read

ବୀରବର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ଘଟଣାର ତଦନ୍ତ କରି ଏହି ଚଢ଼ାଉ କରିଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story