ବରଗଡ଼ : ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଅନ୍ତର୍ଗତ ବରଗଡ଼ ଜିଲ୍ଲା ଡେବ୍ରିଗଡ଼ ଅଭୟାରଣ୍ୟ ଅଞ୍ଚଳରୁ ଚୋରା ଚାଲାଣ ହେଉଥିବା ୮୩ଟି ସମ୍ବର ଶିଙ୍ଗକୁ ଜବତ କରାଯାଇଛି। ବରଗଡ଼ ସଦର ପୋଲିସ୍ ଏହି ଜବତ କରିବା ସହିତ ୨ ଜଣଙ୍କୁ ଗିରଫ କରିଛି। ଗିରଫ ଦ୍ୱୟ ହେଲେ ଅମ୍ବାଭୋନା ଥାନା ଅନ୍ତର୍ଗତ ନୂଆପଡ଼ା ଗାଁର ମନୋହ ସେଠ ଓରଫ୍ ବୀରାପାନ୍ ଓ ଲେଲେହର ଗାଁର ସୁବଳ ସାହୁ। ଏକ ଅଲଟୋ କାରରେ ଏ ଦୁଇ ଜଣ ଶିଙ୍ଗ ଗୁଡ଼ିକୁ ନେଇ ଯାଉଥିଲେ।
ବରଗଡ଼ ଏସପି ଓ ହୀରାକୁଦ ବନ୍ୟପ୍ରାଣୀ ଡିଏଫଓ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ଗତ ଜୁଲାଇ ମାସରେ ୩୧ଟି ଶିଙ୍ଗ ଜବତ କରାଯାଇଥିଲା ଓ ୮ ଜଣଙ୍କୁ ଗିରଫ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।