୬ ପୋଲିଂ କର୍ମଚାରୀ ନିଲମ୍ବିତ

ବରଗଡ଼(ଦୀପକ ଶର୍ମା): ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ୬ ଜଣ ପୋଲିଂ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ବରଗଡ଼ ଜଲ୍ଲାପାଳ ଏହି ପୋଲିଂ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ନିଲମ୍ବିତଙ୍କ ମଧ୍ୟରେ ୩ ଜଣ ପ୍ରିଜାଇଡିଂ ଅଫିସର ଥିବାବେଳେ ୩ଜଣ ସେକ୍ଟର ଅଫିସର ଅଛନ୍ତି। ସେମାନେ ହେଲେ ୬୮ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ଉମାଶଙ୍କର ପାଣିଗ୍ରାହୀ, ୬୮ନଂ ବୁଥର ସେକ୍ଟର ଅଫିସର ମନୋରଞ୍ଜନ ପାଣିଗ୍ରାହୀ,୨୩୫ ବୁଥର ପ୍ରିଜାଇଡିଂ ଅଫିସର ପ୍ରିୟବ୍ରତ ସାହୁ, ୨୩୫ ନମ୍ବର ବୁଥର ସେକ୍ଟର ଅଫିସର ପ୍ରଶାନ୍ତ ସେଠୀ, […]

EVM...,,,,,,,,,,,,,,,,

EVM...,,,,,,,,,,,,,,,,

Tapaswini Nayak
  • Published: Friday, 19 April 2019
  • Updated: 19 April 2019, 08:49 PM IST

Sports

Latest News

ବରଗଡ଼(ଦୀପକ ଶର୍ମା): ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ୬ ଜଣ ପୋଲିଂ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ବରଗଡ଼ ଜଲ୍ଲାପାଳ ଏହି ପୋଲିଂ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି।

ନିଲମ୍ବିତଙ୍କ ମଧ୍ୟରେ ୩ ଜଣ ପ୍ରିଜାଇଡିଂ ଅଫିସର ଥିବାବେଳେ ୩ଜଣ ସେକ୍ଟର ଅଫିସର ଅଛନ୍ତି। ସେମାନେ ହେଲେ ୬୮ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ଉମାଶଙ୍କର ପାଣିଗ୍ରାହୀ, ୬୮ନଂ ବୁଥର ସେକ୍ଟର ଅଫିସର ମନୋରଞ୍ଜନ ପାଣିଗ୍ରାହୀ,୨୩୫ ବୁଥର ପ୍ରିଜାଇଡିଂ ଅଫିସର ପ୍ରିୟବ୍ରତ ସାହୁ, ୨୩୫ ନମ୍ବର ବୁଥର ସେକ୍ଟର ଅଫିସର ପ୍ରଶାନ୍ତ ସେଠୀ, ୧୧୬ ନମ୍ବର ବୁଥର ପ୍ରିଜାଇଡିଂ ଅଫିସର ରାତମ୍ ସେଠୀ, ଓ ୧୧୬ ନମ୍ବର ବୁଥର ସେକ୍ଟର ଅଫିସର ପ୍ରଦୀପ ପ୍ରଧାନ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story