ବରଗଡ଼(ଦୀପକ ଶର୍ମା): ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ୬ ଜଣ ପୋଲିଂ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ବରଗଡ଼ ଜଲ୍ଲାପାଳ ଏହି ପୋଲିଂ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି।
ନିଲମ୍ବିତଙ୍କ ମଧ୍ୟରେ ୩ ଜଣ ପ୍ରିଜାଇଡିଂ ଅଫିସର ଥିବାବେଳେ ୩ଜଣ ସେକ୍ଟର ଅଫିସର ଅଛନ୍ତି। ସେମାନେ ହେଲେ ୬୮ନଂ ବୁଥ୍ର ପ୍ରିଜାଇଡିଂ ଅଫିସର ଉମାଶଙ୍କର ପାଣିଗ୍ରାହୀ, ୬୮ନଂ ବୁଥର ସେକ୍ଟର ଅଫିସର ମନୋରଞ୍ଜନ ପାଣିଗ୍ରାହୀ,୨୩୫ ବୁଥର ପ୍ରିଜାଇଡିଂ ଅଫିସର ପ୍ରିୟବ୍ରତ ସାହୁ, ୨୩୫ ନମ୍ବର ବୁଥର ସେକ୍ଟର ଅଫିସର ପ୍ରଶାନ୍ତ ସେଠୀ, ୧୧୬ ନମ୍ବର ବୁଥର ପ୍ରିଜାଇଡିଂ ଅଫିସର ରାତମ୍ ସେଠୀ, ଓ ୧୧୬ ନମ୍ବର ବୁଥର ସେକ୍ଟର ଅଫିସର ପ୍ରଦୀପ ପ୍ରଧାନ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।