Advertisment

ବରଗଡ଼ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରଜନୀକାନ୍ତ ଦାସ ନିଲମ୍ବିତ

ବରଗଡ଼ (ଓଡ଼ିଶା ରିପୋର୍ଟର): ଚାଉଳ କିଣାରେ ଅନିୟମିତତା ଅଭିଯୋଗରେ ବରଗଡ଼ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରଜନୀକାନ୍ତ ଦାସଙ୍କୁ ନିଲମ୍ବିତ କରାଯାଇଛି। ରାଜ୍ୟ ଖାଦ୍ୟ ଯୋଗାଣ ବିଭାଗର ପ୍ରମୁଖ ସଚିବଙ୍କ ନିର୍ଦ୍ଦେଶ ଅନୁସାରେ ତାଙ୍କୁ ନିଲମ୍ବିତ କରାଯାଇଛି।  ଜଗତସିଂହପୁର, କେନ୍ଦୁଝର, ମୟୂରଭଂଜ ଓ ବରଗଡ଼ ଜିଲ୍ଲାର ସ୍କୁଲ ଓ ଅଙ୍ଗନଓ୍ୱାଡ଼ି କେନ୍ଦ୍ରର ଶିଶୁଙ୍କ ପାଇଁ ଭିଟାମିନଯୁକ୍ତ ଚାଉଳ କିଣାରେ ଅନିୟମିତତା ଅଭିଯୋଗ ପରେ ତାଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସେ ମିଲର୍ସଙ୍କୁ ଅହେତୁକ ଅନୁକମ୍ପା ଦେଖାଇ […]

ଅଦ୍ୟତନ ହୋଇଛି
ବରଗଡ଼ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରଜନୀକାନ୍ତ ଦାସ ନିଲମ୍ବିତ

Rajnikanta

Advertisment

ବରଗଡ଼ (ଓଡ଼ିଶା ରିପୋର୍ଟର): ଚାଉଳ କିଣାରେ ଅନିୟମିତତା ଅଭିଯୋଗରେ ବରଗଡ଼ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରଜନୀକାନ୍ତ ଦାସଙ୍କୁ ନିଲମ୍ବିତ କରାଯାଇଛି। ରାଜ୍ୟ ଖାଦ୍ୟ ଯୋଗାଣ ବିଭାଗର ପ୍ରମୁଖ ସଚିବଙ୍କ ନିର୍ଦ୍ଦେଶ ଅନୁସାରେ ତାଙ୍କୁ ନିଲମ୍ବିତ କରାଯାଇଛି। 

Advertisment

ଜଗତସିଂହପୁର, କେନ୍ଦୁଝର, ମୟୂରଭଂଜ ଓ ବରଗଡ଼ ଜିଲ୍ଲାର ସ୍କୁଲ ଓ ଅଙ୍ଗନଓ୍ୱାଡ଼ି କେନ୍ଦ୍ରର ଶିଶୁଙ୍କ ପାଇଁ ଭିଟାମିନଯୁକ୍ତ ଚାଉଳ କିଣାରେ ଅନିୟମିତତା ଅଭିଯୋଗ ପରେ ତାଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସେ ମିଲର୍ସଙ୍କୁ ଅହେତୁକ ଅନୁକମ୍ପା ଦେଖାଇ ଅଧିକ ଭିଟାମିନଯୁକ୍ତ ଚାଉଳ କିଣିଥିଲେ। ଜିଲ୍ଲାପାଳଙ୍କ ବିନା ଅନୁମତିରେ ଜିଲ୍ଲା ମୁଖ୍ୟାଳୟ ନ ଛାଡ଼ିବାକୁ ରଜନୀକାନ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି। 

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe