ବରଗଡ଼ ଜିଲ୍ଲା ମୁଖ୍ୟ ହସ୍ପିଟାଲ ୪୮ ଘଣ୍ଟା ଶଟ୍‌ଡାଉନ୍‌

ବରଗଡ଼ (ଦୀପକ ଶର୍ମା): ବରଗଡ଼ ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ୪୮ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ। ହସ୍ପିଟାଲର ଜଣେ ଡାକ୍ତରଙ୍କ ଠାରେ କରୋନା ଲକ୍ଷଣ ଦେବା ଯୋଗୁ ହସ୍ପିଟାଲକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଜିଲ୍ଲାପାଳଙ୍କ କହିବା ଅନୁଯାୟୀ, ଉକ୍ତ ଡାକ୍ତରଙ୍କ ସ୍ୱାବ୍ ଟେଷ୍ଟ ପାଇଁ ପଠାଯାଇଛି। ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ରୋଗୀଙ୍କୁ ବୁର୍ଲା ଓ ବରଗଡ଼ ପୁରୁଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ବରଗଡ଼ରୁ ଜିଲ୍ଲାରୁ ୨୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା […]

DHH88855555555555555555

DHH88855555555555555555

Tapaswini Nayak
  • Published: Sunday, 19 July 2020
  • Updated: 19 July 2020, 01:46 PM IST

Sports

Latest News

ବରଗଡ଼ (ଦୀପକ ଶର୍ମା): ବରଗଡ଼ ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ୪୮ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ। ହସ୍ପିଟାଲର ଜଣେ ଡାକ୍ତରଙ୍କ ଠାରେ କରୋନା ଲକ୍ଷଣ ଦେବା ଯୋଗୁ ହସ୍ପିଟାଲକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି।

ଜିଲ୍ଲାପାଳଙ୍କ କହିବା ଅନୁଯାୟୀ, ଉକ୍ତ ଡାକ୍ତରଙ୍କ ସ୍ୱାବ୍ ଟେଷ୍ଟ ପାଇଁ ପଠାଯାଇଛି। ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ରୋଗୀଙ୍କୁ ବୁର୍ଲା ଓ ବରଗଡ଼ ପୁରୁଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ, ବରଗଡ଼ରୁ ଜିଲ୍ଲାରୁ ୨୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ ଚିକିତ୍ସାଧୀନ ଅଛନ୍ତି। ୧୭୮ ଜଣ ସୁସ୍ଥ ହୋଇଛନ୍ତି। ତେବେ ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos