‘ବରଗଡ଼ ପୁରୁଣା ଜିଲ୍ଲା ମୁଖ୍ୟ ହସ୍ପିଟାଲ ହେବ ସହରାଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରଗଡ଼ର ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ୩ଦିନ ହେଲା ଅଚଳାବସ୍ଥା ଲାଗି ରହିବାପରେ ଆଜି ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରି କହିଛନ୍ତି ଯେ, ବରଗଡ଼ର ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୩୦ ବେଡ୍ ବିଶିଷ୍ଟ ଅର୍ବାନ ସିଏଚସି କାର୍ଯ୍ୟ କରିବ। ଏହା ସହିତ ରୋଗୀମାନେ ଯେପରି ସୁବିଧାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇପାରିବେ ସେଥିପାଇଁ ପୁରୁଣା ଡାକ୍ତରଖାନାରୁ ମାଗଣାରେ ଆମ୍ବୁଲାନ୍ସ ଓ […]

medical

medical

Manoranjan Sial
  • Published: Wednesday, 05 February 2020
  • Updated: 05 February 2020, 08:47 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରଗଡ଼ର ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ୩ଦିନ ହେଲା ଅଚଳାବସ୍ଥା ଲାଗି ରହିବାପରେ ଆଜି ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରି କହିଛନ୍ତି ଯେ, ବରଗଡ଼ର ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୩୦ ବେଡ୍ ବିଶିଷ୍ଟ ଅର୍ବାନ ସିଏଚସି କାର୍ଯ୍ୟ କରିବ। ଏହା ସହିତ ରୋଗୀମାନେ ଯେପରି ସୁବିଧାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇପାରିବେ ସେଥିପାଇଁ ପୁରୁଣା ଡାକ୍ତରଖାନାରୁ ମାଗଣାରେ ଆମ୍ବୁଲାନ୍ସ ଓ ବସ ସେବା ଯୋଗାଇ ଦେବା ବ୍ୟବସ୍ଥା କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅର୍ବାନ ସିଏଚସିରେ ଲୋକଙ୍କୁ ଜରୁରୀକାଳୀନ ଚିକିତ୍ସା ସେବା ଓ ଓପିଡି ସେବା ମଧ୍ୟ ଯୋଗାଇ ଦିଆଯିବ।

ଆଜି ଲୋକସେବା ଭବନରେ ମନ୍ତ୍ରୀ ସୁଶାନ୍ତ ସିଂ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବେଶ ଆଚାର୍ଯ୍ୟ ଓ ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁରଙ୍କ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ବରଗଡ଼ ଜିଲ୍ଲା ନୂଆ ମୁଖ୍ୟ ଚିକିତ୍ସାଳୟ ସମ୍ପର୍କିତ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଜନସାଧାରଣଙ୍କ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ସରକାରଙ୍କ ପଦକ୍ଷେପରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲ୍ଲାବାସୀଙ୍କୁ ଅନୁରୋଧ କରିଛନ୍ତି।

ଅପରପକ୍ଷରେ ବରଗଡ଼ର ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଲାଗି ରହିଥିବା ଅଚଳାବସ୍ଥାକୁ ଦୂର କରିବା ପାଇଁ ବରଗଡ଼ ସାଂସଦ ସୁରେଶ ପୂଜାରୀ ଆଜି ଏକ ପ୍ରତିନିଧି ଦଳ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ସାକ୍ଷାତ କରି ଘଟଣାରେ ହସ୍ତକ୍ଷେପ ପାଇଁ ଅନୁରୋଧ କରିଛନ୍ତି। ଏହାପରେ ଶ୍ରୀ ପୂଜାରୀ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଚିବାଳୟରେ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ମଧ୍ୟ ପ୍ରତିନିଧି ଦଳ ସହ ଭେଟି ସମସ୍ୟାର ସମାଧାନ ପାଇଁ ଅନୁରୋଧ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story