ବ୍ରହ୍ମପୁର: ଚଟାଣ ଧସି ୧୯ ଆହତ

ବ୍ରହ୍ମପୁର: ଶେରଗଡ଼ ବ୍ଲକ ପିତଳ ପଞ୍ଚାୟତ କାର୍ଯ୍ୟାଳୟରେ ଆଜି ଚଟାଣ ଧସି ଯିବାରୁ ୧୯ ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କୁ ହିଞ୍ଜିଳି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାର ୫ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

କେଉଁ କାରଣରୁ ଚଟାଣ ଧସିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।