ବାରିପଦା: ଶୁକ୍ରବାର ବାରିପଦାରେ ୧୨ଘଣ୍ଟିଆ ବନ୍ଦ ପାଳିତ ହୋଇଛି। ବଜରଙ୍ଗ ସେନା ପକ୍ଷରୁ ଆୟୋଜିତ ହୋଇଥିବା ଏହି ବନ୍ଦ ଡାକରା ଯୋଗୁଁ ବାରିପଦା ସହରରେ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି। ବାରିପଦାଠାରେ ପ୍ରତିଷ୍ଠା ହେବାକୁ ଥିବା ମେଡିକାଲ୍ କଲେଜ ନାମ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନାମରେ ନାମିତ କରାଯିବା ବିଷୟକୁ ଜିଲ୍ଲାର ସଂଖ୍ୟାଧିକ ଜନସାଧାରଣ ଗ୍ରହଣ କରିପାରୁନଥିବା ବେଳେ ଏହାକୁ ମହାରାଜା ପ୍ରତାପ ଚନ୍ଦ୍ର ମେଡିକାଲ୍ କଲେଜ କିମ୍ୱା ମୟୂରଭଞ୍ଜ ମେଡିକାଲ୍ କଲେଜ ନାମରେ ନାମିତ କରିବାକୁ ବଜରଙ୍ଗ ସେନା ପକ୍ଷରୁ ଦାବି କରାଯାଇଛି। ବନ୍ଦ ଯୋଗୁଁ ବସ୍ ଚଳାଚଳ ସଂପୂର୍ଣ୍ଣ ବନ୍ଦ ଥିବା ବେଳେ ସ୍କୁଲ, କଲେଜ, ଦୋକାନ ବଜାର, କୋର୍ଟ କଚେରୀ, ସରକାରୀ ଅଫିସ୍, ବ୍ୟାଙ୍କ୍ ଓ ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ଅଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।