ବାରିପଦା: ମୟୂରଭଞ୍ଜ ଜିଲ୍ଲା ଗୁଡୁଗୁଡିଆ ରେଞ୍ଜ ନିଉତିଠାରେ ମା’ ଓ ଛୁଆ ହାତୀର ଗଳିତ ମୃତଦେହ ଠାବ କରାଯାଇଛି। ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛନ୍ତି।
କେଉଁ ପରିସ୍ଥିତିରେ ହାତୀ ଦୁଇଟିର ମୃତ୍ୟୁ ଘଟିଲା ସେ ନେଇ ତଦନ୍ତ ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।