ଅଜଣା ଗାଡ଼ି ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ

ବରିପଦା: ମୟୂରଭଞ୍ଜ ଜିଲ୍ଲା କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅନ୍ତର୍ଗତ ରାଗଧା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗତକାଲି ବିଳମ୍ୱିତ ରାତିରେ ଅଜଣା ଗାଡ଼ି ଧକ୍କାରେ ୨ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ମୃତକମାନଙ୍କୁ ବାରିପଦା ଡାକ୍ତରଖାନାର ଶବଗୃହରେ ରଖାଯାଇଛି। ଏନେଇ ପୋଲିସ ତଦନ୍ତ ଜାରି ରହିଛି।

accident

accident

Rakesh Mallick
  • Published: Wednesday, 15 November 2017
  • Updated: 15 November 2017, 08:03 AM IST

Sports

Latest News

ବରିପଦା: ମୟୂରଭଞ୍ଜ ଜିଲ୍ଲା କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅନ୍ତର୍ଗତ ରାଗଧା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗତକାଲି ବିଳମ୍ୱିତ ରାତିରେ ଅଜଣା ଗାଡ଼ି ଧକ୍କାରେ ୨ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।

ମୃତକମାନଙ୍କୁ ବାରିପଦା ଡାକ୍ତରଖାନାର ଶବଗୃହରେ ରଖାଯାଇଛି। ଏନେଇ ପୋଲିସ ତଦନ୍ତ ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos