ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ରଘୁନାଥପୁର ନିକଟ ଖରିପଡ଼ିଆରେ ଶ୍ରୀଜଗନ୍ନାଥଙ୍କ ଦାରୁ ଚଉପଟ କାର୍ଯ୍ୟରେ ବାଧା ସୃଷ୍ଟି କରିଛି କାଲିର କାଳବୌଶାଖୀ ବର୍ଷା। ଆଜି ଚଉପଟ ସରିବା ଆଶା କରାଯାଉଥିଲେ ବି ଗତକାଲି ପ୍ରବଳ ବର୍ଷା ହୋଇଥିବାରୁ ଏଥିରେ ବିଳମ୍ୱ ହେବାର ଆଶଙ୍କ। ରହିଛି। ସେପଟେ ସ୍ୱତନ୍ତ୍ର ଶଗଡ଼ି ନିର୍ମାଣ କାମ ବି ଜାରି ରହିଛି। ଏସବୁ କାମ ସରିବା ପରେ ଦାରୁଙ୍କୁ ପାଟ୍ଟବସ୍ତ୍ର ଆବରଣ କରି ଶଗଡ଼ିରେ ଶ୍ରୀକ୍ଷେତ୍ର ଅଭିମୁଖେ ନିଆଯିବ।ଗତ କିଛି ଦିନ ହେବ ଦିବ୍ୟଦାରୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ରେ ଫ।ଟି ପଡୁଛି ରଘୁନାଥପୁର ଖରିପଡ଼ିଆ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।