ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ୍‌-୮ର ଡିଏଭି ବିବିଏ ସ୍କୁଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଫ୍ୟାନ ଝୁଲନ୍ତା ଅବସ୍ଥାରେ ବିବିଏ ସ୍କୁଲ ହଷ୍ଟେଲରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ତନିୟାର ବାନାର୍ଜୀ। ସେ ବି.କମ୍‌ ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ସେ ରହୁଥିବା କୋଠରୀରୁ ସୁଇସାଇଡାଲ ନୋଟ୍ ମିଳିଛି। ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି। ପୋଲିସ୍ ଘଟଣାର ତଦନ୍ତ କରୁଛି। ପୋଲିସ ମୃତଦେହକୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।

nnn

nnn

Rakesh Mallick
  • Published: Tuesday, 28 November 2017
  • Updated: 28 November 2017, 12:16 PM IST

Sports

Latest News

ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ୍‌-୮ର ଡିଏଭି ବିବିଏ ସ୍କୁଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଫ୍ୟାନ ଝୁଲନ୍ତା ଅବସ୍ଥାରେ ବିବିଏ ସ୍କୁଲ ହଷ୍ଟେଲରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ତନିୟାର ବାନାର୍ଜୀ। ସେ ବି.କମ୍‌ ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ସେ ରହୁଥିବା କୋଠରୀରୁ ସୁଇସାଇଡାଲ ନୋଟ୍ ମିଳିଛି। ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି। ପୋଲିସ୍ ଘଟଣାର ତଦନ୍ତ କରୁଛି। ପୋଲିସ ମୃତଦେହକୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos