ଭୁବନେଶ୍ୱର ଏମ୍ସର ନୂଆ ନିର୍ଦ୍ଦେଶକ ଦାୟିତ୍ୱ ଗ୍ରହଣ କଲେ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସର ନୂଆ ନିର୍ଦ୍ଦେଶିକା ଡାକ୍ତର ଗୀତାଞ୍ଜଳି ବ୍ୟାଟ୍‌ମ୍ୟାନ୍‌ଆବାନେ ଆଜି ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ କହିଛନ୍ତି, “ଭୁବନେଶ୍ୱର ଏମ୍ସର ଦାୟିତ୍ୱ ଗ୍ରହଣ କରିଥିବାରୁ ମୁଁ ନିଜକୁ ଧନ୍ୟ ମନେ କରୁଛି। ଭାରତ ୬ଟି ଏମ୍ସ ମଧ୍ୟରୁ ଭୁବନେଶ୍ୱର ହେଉଛି ବେଷ୍ଟ।” ଗୀତାଞ୍ଜଳି ପୂର୍ବରୁ ପୁଡୁଚେରୀସ୍ଥିତ ଯବାହର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପୋଷ୍ଟ ଗ୍ରାଜୁଏଟ୍‌ ମେଡିକାଲ ଏଜୁକେଶନ ଆଣ୍ଡ ସିରର୍ଚ(ଜିପ୍‌ମର)ର ଫାର୍ମାକୋଲୋଜି ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ।

aiims new director

aiims new director

Rakesh Mallick
  • Published: Friday, 30 September 2016
  • Updated: 30 September 2016, 05:07 PM IST

Sports

Latest News

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସର ନୂଆ ନିର୍ଦ୍ଦେଶିକା ଡାକ୍ତର ଗୀତାଞ୍ଜଳି ବ୍ୟାଟ୍‌ମ୍ୟାନ୍‌ଆବାନେ ଆଜି ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ସେ କହିଛନ୍ତି, “ଭୁବନେଶ୍ୱର ଏମ୍ସର ଦାୟିତ୍ୱ ଗ୍ରହଣ କରିଥିବାରୁ ମୁଁ ନିଜକୁ ଧନ୍ୟ ମନେ କରୁଛି। ଭାରତ ୬ଟି ଏମ୍ସ ମଧ୍ୟରୁ ଭୁବନେଶ୍ୱର ହେଉଛି ବେଷ୍ଟ।”

ଗୀତାଞ୍ଜଳି ପୂର୍ବରୁ ପୁଡୁଚେରୀସ୍ଥିତ ଯବାହର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପୋଷ୍ଟ ଗ୍ରାଜୁଏଟ୍‌ ମେଡିକାଲ ଏଜୁକେଶନ ଆଣ୍ଡ ସିରର୍ଚ(ଜିପ୍‌ମର)ର ଫାର୍ମାକୋଲୋଜି ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos