ଡିସେମ୍ବରରେ ସହରାଞ୍ଚଳର ସମସ୍ତଙ୍କୁ ପାନୀୟ ଜଳ

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ଡିସେମ୍ବର ସୁଦ୍ଧା ସହରାଞ୍ଚଳରେ ରହୁଥିବା ସମସ୍ତ ଜନସାଧାରଣଙ୍କୁ ସ୍ୱଚ୍ଛ ପାନୀୟ ଜଳ ମିଳିବ। ରାଜ୍ୟର ୧୧୪ଟି ସହରାଞ୍ଚଳରେ ଏହି ସୁବିଧା ମିଳିବ। ଏଥିରେ ପ୍ରାୟ ୪୧ଲକ୍ଷ ଲୋକ ଉପକୃତ ହେବେ। ଏଥିପାଇଁ ୨୭୧୯କୋଟି ଟଙ୍କା ବ୍ୟୟ ବରାଦ ହୋଇଛି।&nbsp; ଆସନ୍ତା ଡିସେମ୍ବର ସୁଦ୍ଧା ସମସ୍ତ ୫୪୬ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ସହିତ ସମସ୍ତଙ୍କୁ ପାଇପ ଯୋଗେ ସ୍ୱଚ୍ଛ ପାନୀୟ ଜଳ ଯୋଗାଇ ଦିଆଯିବ।</p> <p>ଗତକାଲି ସଚିବାଳୟରେ ସହରାଞ୍ଚଳ ପାଇପ ପାନୀୟ ଜଳ ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ସୂଚନା ଦେଇଛନ୍ତି ।</p>

Ordigital Desk
  • Published: Tuesday, 09 January 2018
  • Updated: 09 January 2018, 08:43 AM IST

Sports

Latest News

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ଡିସେମ୍ବର ସୁଦ୍ଧା ସହରାଞ୍ଚଳରେ ରହୁଥିବା ସମସ୍ତ ଜନସାଧାରଣଙ୍କୁ ସ୍ୱଚ୍ଛ ପାନୀୟ ଜଳ ମିଳିବ। ରାଜ୍ୟର ୧୧୪ଟି ସହରାଞ୍ଚଳରେ ଏହି ସୁବିଧା ମିଳିବ। ଏଥିରେ ପ୍ରାୟ ୪୧ଲକ୍ଷ ଲୋକ ଉପକୃତ ହେବେ। ଏଥିପାଇଁ ୨୭୧୯କୋଟି ଟଙ୍କା ବ୍ୟୟ ବରାଦ ହୋଇଛି।&nbsp; ଆସନ୍ତା ଡିସେମ୍ବର ସୁଦ୍ଧା ସମସ୍ତ ୫୪୬ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ସହିତ ସମସ୍ତଙ୍କୁ ପାଇପ ଯୋଗେ ସ୍ୱଚ୍ଛ ପାନୀୟ ଜଳ ଯୋଗାଇ ଦିଆଯିବ।</p><p>ଗତକାଲି ସଚିବାଳୟରେ ସହରାଞ୍ଚଳ ପାଇପ ପାନୀୟ ଜଳ ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ସୂଚନା ଦେଇଛନ୍ତି ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos