ଏହି ଦୁଇଟି ଜିଲ୍ଲାରେ ହେବ ବର୍ଷା ସହ ଘଡ଼ଘଡ଼ି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବ। ଏହି ସମୟରେ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ସେଥିପାଇଁ ଦିନ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି ।

rain-1-750x430

Tapaswini Nayak
  • Published: Tuesday, 08 October 2019
  • , Updated: 08 October 2019, 08:12 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବ। ଏହି ସମୟରେ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ସେଥିପାଇଁ ଦିନ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି ।

Related story