ଆଜି ଏହି ସବୁ ଜିଲ୍ଲାରେ ହେବ ଝଡ଼ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ତିନୋଟି ଜିଲ୍ଲାରେ ଝଡ଼ବର୍ଷା ହେବ। ଏହା ସହ ଘଡ଼ଘଡ଼ି ମାରିବ। ଏଥିପାଇଁ ସକାଳ ଆଠଟା ଯାଏ ସତର୍କ ରହିବାକୁ ଜିଲ୍ଲାବାସୀଙ୍କୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀ । ଏହି ଜିଲ୍ଲାର ଜିଲ୍ଲାବାସୀ ସତର୍କ ରହିବାକୁ କୁହାଯାଇଛି। ସୂଚନାଯୋଗ୍ୟ, ଆଜି ସକାଳେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ହୋଇଥିଲା।

rain..99

rain..99

Tapaswini Nayak
  • Published: Wednesday, 06 May 2020
  • Updated: 06 May 2020, 07:39 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ତିନୋଟି ଜିଲ୍ଲାରେ ଝଡ଼ବର୍ଷା ହେବ। ଏହା ସହ ଘଡ଼ଘଡ଼ି ମାରିବ। ଏଥିପାଇଁ ସକାଳ ଆଠଟା ଯାଏ ସତର୍କ ରହିବାକୁ ଜିଲ୍ଲାବାସୀଙ୍କୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀ । ଏହି ଜିଲ୍ଲାର ଜିଲ୍ଲାବାସୀ ସତର୍କ ରହିବାକୁ କୁହାଯାଇଛି।

ସୂଚନାଯୋଗ୍ୟ, ଆଜି ସକାଳେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos