ବାଇକ୍‌ ଧକ୍କାରେ ବୃଦ୍ଧ ମୃତ, ପୋଡ଼ାଜଳା

ଭୁବନେଶ୍ୱର: ଭୁବନେଶ୍ୱର-ପୁରୀ ବାଇପାସ୍‌ ରାସ୍ତାର ପାଣ୍ଡରାରେ ଆଜି ବାଇକ୍‌ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିବା ସହିତ ଦୁର୍ଘଟଣା ଘଟାଇଥିବା ବାଇକ୍‌ରେ ନିଆଁ ଲଗାଇ ଦେଇଥିଲେ। ରାସ୍ତାରୋକ ଯୋଗୁଁ ଗାଡ଼ି ଚଳାଚଳ ଏକ ପ୍ରକାର ଠପ୍‌ ହୋଇଯାଇଛି। ସୁରକ୍ଷା ଦୃଷ୍ଟିରୁ ଘଟଣାସ୍ଥଳରେ ବ୍ୟାପକ ପୋଲିସ୍‌ ମୁତୟନ ହୋଇଛନ୍ତି।

bbsr accident

Rakesh Mallick
  • Published: Saturday, 31 December 2016
  • , Updated: 31 December 2016, 06:38 PM IST

ଭୁବନେଶ୍ୱର: ଭୁବନେଶ୍ୱର-ପୁରୀ ବାଇପାସ୍‌ ରାସ୍ତାର ପାଣ୍ଡରାରେ ଆଜି ବାଇକ୍‌ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିବା ସହିତ ଦୁର୍ଘଟଣା ଘଟାଇଥିବା ବାଇକ୍‌ରେ ନିଆଁ ଲଗାଇ ଦେଇଥିଲେ। ରାସ୍ତାରୋକ ଯୋଗୁଁ ଗାଡ଼ି ଚଳାଚଳ ଏକ ପ୍ରକାର ଠପ୍‌ ହୋଇଯାଇଛି।

ସୁରକ୍ଷା ଦୃଷ୍ଟିରୁ ଘଟଣାସ୍ଥଳରେ ବ୍ୟାପକ ପୋଲିସ୍‌ ମୁତୟନ ହୋଇଛନ୍ତି।

Related story