ଭିଜିଲାନ୍ସ ପଞ୍ଝାରେ BDA ଅଧିକାରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି BDA ଅଧିକାରୀ । ବିଡିଏ ସେକ୍ସନ୍ ଅଫିସର ବିଭୂତି ଭୂଷଣ ରାୟଙ୍କ ଘର ସମେତ ୫ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ । ଭୁବନେଶ୍ୱରର ଝାରପଡା, ଜିଜିପି କଲୋନୀସ୍ଥିତ ଘର ସମେତ ଅଫିସ୍‌ରେ ଭିଜିଲାନ୍ସ ଟିମ୍‌ ଚଢ଼ଉ କରୁଛି । ଏମିତିକି ଜଗତସିଂହପୁରସ୍ଥିତ ବିଭୂତିଙ୍କ ପୈତୃକ ଘରେ ମଧ୍ୟ ଭିଜିଲାନ୍ସ ଟିମ୍‌ର ଚଢ଼ଉ ଜାରି ରହିଥିବା ସୂଚନା ମିଳିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ଉ […]

vigilance-1

vigilance-1

Niharika Rout
  • Published: Wednesday, 18 December 2019
  • Updated: 18 December 2019, 10:42 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି BDA ଅଧିକାରୀ । ବିଡିଏ ସେକ୍ସନ୍ ଅଫିସର ବିଭୂତି ଭୂଷଣ ରାୟଙ୍କ ଘର ସମେତ ୫ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ।

ଭୁବନେଶ୍ୱରର ଝାରପଡା, ଜିଜିପି କଲୋନୀସ୍ଥିତ ଘର ସମେତ ଅଫିସ୍‌ରେ ଭିଜିଲାନ୍ସ ଟିମ୍‌ ଚଢ଼ଉ କରୁଛି । ଏମିତିକି ଜଗତସିଂହପୁରସ୍ଥିତ ବିଭୂତିଙ୍କ ପୈତୃକ ଘରେ ମଧ୍ୟ ଭିଜିଲାନ୍ସ ଟିମ୍‌ର ଚଢ଼ଉ ଜାରି ରହିଥିବା ସୂଚନା ମିଳିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ଉ ଜାରି ରଖିଛି ଭିଜିଲାନ୍ସ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story