ଭିଜିଲାନ୍ସ ଜାଲରେ ପଡ଼ିଲେ ବିଡିଓ, ନେଉଥିଲେ ୧.୮୦ ଲକ୍ଷ ଟଙ୍କା ଲାଞ୍ଚ

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପଡ଼ିଲେ ଗୁଡ଼ଭେଲା ବିଡିଓ ବିନୋଦ ନାଏକ। ୧ ଲକ୍ଷ ୮୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ଜଣେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଲା ବେଳେ ସେ ଧରାପଡ଼ିଛନ୍ତି। ଏକ ସରକାରୀ କ୍ୱାର୍ଟର୍ସ ମରାମତି ଠିକା ଦେବାକୁ ସେ ଲାଞ୍ଚ ନେଉଥିଲେ। ବିଡ଼ିଓ ଜଣକ ଲାଞ୍ଚ ମାଗିଥିବା ନେଇ ଠିକାଦାର ସମ୍ବଲପୁର ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଗୁଡ଼ଭେଲା ଠାରେ ଏକ ସରକାରୀ କ୍ୱାର୍ଟର୍ସ ୩୦ ଲକ୍ଷ ଟଙ୍କା […]

bdo

bdo

Niranjan Mishra
  • Published: Monday, 26 September 2022
  • Updated: 27 September 2022, 02:54 PM IST

Sports

Latest News

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପଡ଼ିଲେ ଗୁଡ଼ଭେଲା ବିଡିଓ ବିନୋଦ ନାଏକ। ୧ ଲକ୍ଷ ୮୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ଜଣେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଲା ବେଳେ ସେ ଧରାପଡ଼ିଛନ୍ତି। ଏକ ସରକାରୀ କ୍ୱାର୍ଟର୍ସ ମରାମତି ଠିକା ଦେବାକୁ ସେ ଲାଞ୍ଚ ନେଉଥିଲେ। ବିଡ଼ିଓ ଜଣକ ଲାଞ୍ଚ ମାଗିଥିବା ନେଇ ଠିକାଦାର ସମ୍ବଲପୁର ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ।

ଗୁଡ଼ଭେଲା ଠାରେ ଏକ ସରକାରୀ କ୍ୱାର୍ଟର୍ସ ୩୦ ଲକ୍ଷ ଟଙ୍କା ବ୍ୟୟରେ ମରାମତି କରାଯିବାକୁ ଟଙ୍କା ମଞ୍ଜୁର ହୋଇଥିଲା। ଏହି ପ୍ରକଳ୍ପର ଠିକା କାମ ଦେବାକୁ ଠିକାଦାରଙ୍କୁ ବିଡିଓ ୫ ପ୍ରତିଶତ ହିସାବରେ ୧.୮୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ଠିକା କାମ ପାଇବାକୁ ଠିକାଦାର ପୂର୍ବରୁ ୩୦ ହଜାର ଟଙ୍କା ଦେଇଥିଲେ। ବାକି ଟଙ୍କା ତୁରନ୍ତ ଦେବାକୁ ବିଡ଼ିଓ ଚାପ ପକାଇବା ପରେ ଠିକାଦାର ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯାହା ପରେ ଭିଜିଲାନ୍ସ ପକ୍ଷରୁ ଏହି ଲାଞ୍ଚୁଆ ଅଧିକାରୀଙ୍କୁ ଧରିବାକୁ ଯୋଜନା ପ୍ରସ୍ତୁତ କରିଥିଲା।

ଲାଞ୍ଚ ନେଇ ଧରାପଡ଼ିବା ପରେ ବିଡ଼ିଓଙ୍କ ଆୟବର୍ହିଭୂତ ସମ୍ପତ୍ତି ସମ୍ପର୍କରେ ଜାଣିବା ନିମନ୍ତେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଆରମ୍ଭ ହୋଇଛି। ବିଡିଓଙ୍କ ୩ଟି ଠିକଣାରେ ଚଢ଼ଉ କରାଯାଇଛି। ସମ୍ବଲପୁର ଭିଜିଲାନ୍ସ ପକ୍ଷରୁ ଏନେଇ ଏକ ମାମଲା କରାଯାଇ ତଦନ୍ତ ଜାରି ରହିଥିବା ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story