ଭାଲୁ ଆକ୍ରମଣରେ ବୃଦ୍ଧ ମୃତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ଅନ୍ତର୍ଗତ କୁଚେଇଯୋର ଗାଁରେ  ଭାଲୁ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଧନୁ ଗଉଡ଼ (୬୫)। ଆଜି ସକାଳେ ସେ ଗାଁ ନିକଟ ଡିଡ଼ିଙ୍ଗ ସଂରକ୍ଷିତ ଜଙ୍ଗଲକୁ ଶୌଚ ପାଇଁ ଯାଇଥିବା ବେଳେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ସ୍ଥାନୀୟ ପୋଲିସ ଓ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଅଞ୍ଚଳବାସୀ ଦାବି […]

death

death

Rakesh Mallick
  • Published: Tuesday, 03 October 2017
  • Updated: 03 October 2017, 05:02 AM IST

Sports

Latest News

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ଅନ୍ତର୍ଗତ କୁଚେଇଯୋର ଗାଁରେ  ଭାଲୁ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଧନୁ ଗଉଡ଼ (୬୫)। ଆଜି ସକାଳେ ସେ ଗାଁ ନିକଟ ଡିଡ଼ିଙ୍ଗ ସଂରକ୍ଷିତ ଜଙ୍ଗଲକୁ ଶୌଚ ପାଇଁ ଯାଇଥିବା ବେଳେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା।

ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ସ୍ଥାନୀୟ ପୋଲିସ ଓ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos