ଛେଳି ଚରାଇବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ

ପାଲଲହଡା (ରବି ନାରାୟଣ ପ୍ରଧାନ): ପାଲଲହଡା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ ଗୋପୀନାଥପୁର ଗାଁରେ ଭାଲୁ ଆକ୍ରମଣରେ ଜଣେ  ବ୍ୟକ୍ତି ଆହତ ହୋଇଛନ୍ତି। ତାଙ୍କ ନାଁ ଅର୍ଜୁନ ପୂର୍ତ୍ତି। ଗୁରୁତର ଅବସ୍ଥାରେ ଅର୍ଜୁନଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅର୍ଜୁନଙ୍କ ମୁଁହ, ବାମ ଆଖି,ହାତ ଓ ଗୋଡ଼କୁ ଭାଲୁ ଆକ୍ରମଣ କରିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ଗତକାଲି ଅର୍ଜୁନ ଛେଳି ଚରାଇବାକୁ ନିକଟ ଜଙ୍ଗଲକୁ ଯାଇଥିଲେ। ଏହି ସମୟରେ ସେ ଭାଲୁ ହାବୁଡ଼ରେ […]

8886666

8886666

Tapaswini Nayak
  • Published: Thursday, 23 April 2020
  • Updated: 23 April 2020, 08:13 AM IST

ପାଲଲହଡା (ରବି ନାରାୟଣ ପ୍ରଧାନ): ପାଲଲହଡା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ ଗୋପୀନାଥପୁର ଗାଁରେ ଭାଲୁ ଆକ୍ରମଣରେ ଜଣେ  ବ୍ୟକ୍ତି ଆହତ ହୋଇଛନ୍ତି। ତାଙ୍କ ନାଁ ଅର୍ଜୁନ ପୂର୍ତ୍ତି।

ଗୁରୁତର ଅବସ୍ଥାରେ ଅର୍ଜୁନଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅର୍ଜୁନଙ୍କ ମୁଁହ, ବାମ ଆଖି,ହାତ ଓ ଗୋଡ଼କୁ ଭାଲୁ ଆକ୍ରମଣ କରିଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ଅର୍ଜୁନ ଛେଳି ଚରାଇବାକୁ ନିକଟ ଜଙ୍ଗଲକୁ ଯାଇଥିଲେ। ଏହି ସମୟରେ ସେ ଭାଲୁ ହାବୁଡ଼ରେ ପଡ଼ିଯାଇଥିଲେ। ଗ୍ରାମବସୀ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି  ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ଖମାର ରେଞ୍ଜର ଘଟଣାସ୍ଥଳରେ ପହଞ୍ଚି ଅର୍ଜୁନଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ପ୍ରତିଶୃତି ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story