କୋରାପୁଟ ସହରରେ ଭାଲୁ

କୋରାପୁଟ: କୋରାପୁଟ ସହରରେ ଭାଲୁ ଆତଙ୍କ। ଭାଲୁଟି ଗତ ୪ଦିନ ହେଲାଣି ସହର ଭିତରେ ଘୁରି ବୁଲୁଥିବା ନେଇ ଜଙ୍ଗଲ ବିଭାଗ ପକ୍ଷରୁ ସୂଚନା ମିଳିଛି।ଗତକାଲି ରାତିରେ ଟାଉନ ଥାନା ଓ ବସଷ୍ଟାଣ୍ଡ ନିକଟକୁ ଭାଲୁଟି ପଶି ଆସିଥିଲା। ତାକୁ କାବୁ କରିବା ପାଇଁ ପୋଲିସ୍ ଓ ଜଙ୍ଗଲ ବିଭାଗ ଚେଷ୍ଟା କରିଥିଲେ ବି ବିଫଳ ହୋଇଥିଲେ। ଟ୍ରାଙ୍କୁଲାଇଜର ଯୋଗେ ଭାଲୁକୁ କାବୁ କରିବାକୁ ବନ ବିଭାଗ ପକ୍ଷରୁ ଅପରେସନ ଜାରି ରହିଛି।

ଆହୁରି ପଢ଼ନ୍ତୁ

ହୋଟେଲ୍‌ ଦେଖି ଅଟକିଗଲେ ଆମ୍ୱୁଲାନ୍ସ କର୍ମଚାରୀ! ମଉଳି ଗଲା କଅଁଳ କଢ଼ି

ପୁଲିସ ପାଇଁ ‘ଓଟିଭି’ ବିରୋଧରେ କାହାଣୀ ଲେଖୁଛି କିଏ ?

ଆରୋଗ୍ୟ ହେଲେ ୧୨୩୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ କେତେ ପଢ଼ନ୍ତୁ

ସକ୍ରିୟ କରୋନା ରୋଗୀ: ଗଞ୍ଜାମକୁ ଟପିଲା ଖୋର୍ଦ୍ଧା, ସୁସ୍ଥ ହାର ବି ଚିନ୍ତାଜନକ

କଟକ ଟାଉନ୍‌ରୁ ୫୩ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୦ ଲୋକାଲ୍‌ କେସ୍‌

ଖେଳୁଥିଲେ ଭାଇ ଭଉଣୀ, ହଠାତ୍ ପୋଖରୀରେ ବୁଡି ଚାଲିଗଲେ

ଡକ୍ୟୁମେଣ୍ଟ ମାଗି ରଖିଲାନି ପୁଲିସ, କୋରିଅରରେ ପଠାଇଲା ଓଟିଭି

ଭାଇରାଲ ଅଡ଼ିଓ ଘଟଣାରେ ଗିରଫ ୨ ଜଣଙ୍କୁ ରିମାଣ୍ଡରେ ନେବ ପୁଲିସ

ସବୁ ଥାଇ ନିଶ୍ୱ ସେ , ପାଣି ପାଇପ୍‌ ଭିତରେ କଟୁଛି ଜୀବନ

ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ +2 ବିଜ୍ଞାନ ରେଜଲ୍ଟ

ଗିରଫ ଦୁଇଜଣଙ୍କର ଭୁଲ କ’ଣ : ବୈଜୟନ୍ତ

A, B ଓ C ବର୍ଗରେ ବିଭକ୍ତ ହେଲା ଦୋକାନ, ଗାଇଡଲାଇନ୍ ଜାରି