ପାଟକୁରା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ସାବିତ୍ରୀ ଅଗ୍ରୱାଲ୍‌

କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): ପାଟକୁରା ବିଧାନସଭା ଆସନ ପାଇଁ ଆଜି ସ୍ୱର୍ଗତ ବେଦ ପ୍ରକାଶ ଅଗ୍ରୱାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲ୍ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବେଦ ପ୍ରକାଶଙ୍କ ପରଲୋକ ପରେ ଗତକାଲି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ପାଟକୁରା ଆସନ ପାଇ ତାଙ୍କ ନାଁ ଘୋଷଣା କରିଥିଲେ। ବିଜେଡି ଏଥର ବି ଏହି ଆସନରେ ବେଦ ପ୍ରକାଶକୁ ପ୍ରାର୍ଥୀ କରିଥିଲା। ସେ ନାମାଙ୍କନପତ୍ର ବି ଦାଖଲ କରିଥିଲେ। ତେବେ ନିର୍ବାଚନ ୯ ଦିନ ପୂର୍ବରୁ ଏପ୍ରିଲ୍ ୨୦ତାରିଖରେ […]

sabitree

sabitree

Jitendra Garnayak
  • Published: Tuesday, 30 April 2019
  • Updated: 30 April 2019, 03:31 PM IST

କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): ପାଟକୁରା ବିଧାନସଭା ଆସନ ପାଇଁ ଆଜି ସ୍ୱର୍ଗତ ବେଦ ପ୍ରକାଶ ଅଗ୍ରୱାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲ୍ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବେଦ ପ୍ରକାଶଙ୍କ ପରଲୋକ ପରେ ଗତକାଲି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ପାଟକୁରା ଆସନ ପାଇ ତାଙ୍କ ନାଁ ଘୋଷଣା କରିଥିଲେ।

ବିଜେଡି ଏଥର ବି ଏହି ଆସନରେ ବେଦ ପ୍ରକାଶକୁ ପ୍ରାର୍ଥୀ କରିଥିଲା। ସେ ନାମାଙ୍କନପତ୍ର ବି ଦାଖଲ କରିଥିଲେ। ତେବେ ନିର୍ବାଚନ ୯ ଦିନ ପୂର୍ବରୁ ଏପ୍ରିଲ୍ ୨୦ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ତାଙ୍କର ପରଲୋକ ହୋଇଥିଲା। ଫଳରେ ନିର୍ବାଚନ କମିଶନ ପାଟକୁରା ବିଧାନସଭା ଆସନ ପାଇଁ ହେବାକୁ ଥିବା ନିର୍ବାଚନକୁ ସ୍ଥଗିତ ରଖିଥିଲେ।

କେନ୍ଦ୍ରାପଡ଼ା ଲୋକସଭା ଆସନ ଅଧୀନରେ ଆସୁଥିବା ପାଟକୁରା ବିଧାନସଭା ଆସନ ପାଇଁ ମେ’ ୧୯ ତାରିଖରେ ମତଦାନ ହେବ।

ଏହି ଆସନ ପାଇଁ ବିଜେପି ପକ୍ଷରୁ ବରିଷ୍ଠ ନେତା ବିଜୟ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି।

ସୂଚନାଯୋଗ୍ୟ, ବେଦପ୍ରକାଶ ଅଗ୍ରୱାଲ୍‌ ବିଜେଡି ଟିକେଟ୍‌ରେ ପାଟକୁରାରୁ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ବ୍ୟତୀତ ସେ ୪ ଥର କେନ୍ଦ୍ରାପଡ଼ା ଆସନରୁ ଉତ୍କଳ କଂଗ୍ରେସ, ଜନତା ପାର୍ଟି, ଜନତା ଦଳ ଓ ବିଜେପି ଟିକେଟ୍‌ରେ ଜିତି ବିଧାନସଭାକୁ ଯାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story