କୁହୁଡ଼ି ନେଲା ବୀରୁଙ୍କ ଜୀବନ !

ଫୁଲବାଣୀ (ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗୁମାଗଡ଼ ବୁଲାଣି ରାସ୍ତାରେ ଏକ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ଗୁମାଗଡ଼ ଗାଁର ବୀରୁ କହଁର। ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ବୀରୁ ବାଇକ୍‌ରେ ଘରକୁ ଫେରୁଲେ। ଘନ କୁହୁଡ଼ି ଯୋଗୁ ରାସ୍ତା ଦେଖା ନଯିବାରୁ ବାଇକ୍‌ ସହ ସେ ରାସ୍ତା ତଳକୁ ଖସି ପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ୍‌ ଘଟଣାସ୍ଥଳରେ […]

bike

bike

Tapaswini Nayak
  • Published: Wednesday, 06 November 2019
  • Updated: 06 November 2019, 11:31 AM IST

Sports

Latest News

ଫୁଲବାଣୀ (ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗୁମାଗଡ଼ ବୁଲାଣି ରାସ୍ତାରେ ଏକ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ଗୁମାଗଡ଼ ଗାଁର ବୀରୁ କହଁର।

ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ବୀରୁ ବାଇକ୍‌ରେ ଘରକୁ ଫେରୁଲେ। ଘନ କୁହୁଡ଼ି ଯୋଗୁ ରାସ୍ତା ଦେଖା ନଯିବାରୁ ବାଇକ୍‌ ସହ ସେ ରାସ୍ତା ତଳକୁ ଖସି ପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ବାଇକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story