ଚାଲିଥିଲା ରୋଷେଇ, ଆସି.. ବିନ୍ଧି ଦେଇଗଲେ || People Attacked By Bees At Picnic Spot || Odisha Reporter
Advertisment
ମହୁମାଛି ଆକ୍ରମଣରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଉଥୁବା ବେଳେ ଏବେ ସେମାନଙ୍କ ଅବସ୍ଥା ଭଲ ଥିବା ଜଣାପଡିଛି। ଏମିତି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲାର ପବିତ୍ର ଶୈବ ପୀଠ ହରିଶଙ୍କରରେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us