ଅମର ଶତପଥୀଙ୍କ ନେତୃତ୍ୱରେ ହାଉସ୍ କମିଟିର ବ୍ରହ୍ମପୁର ଗସ୍ତ

ବ୍ରହ୍ମପୁର: ବିଧାୟକ ଅମର ଶତପଥୀଙ୍କ ନେତୃତ୍ୱରେ ହାଉସ୍ କମିଟିର ତିନି ଜଣିଆ ଦଳ ବ୍ରହ୍ମପୁର ଗସ୍ତରେ ଆସିଥିଲେ। ଏହି ଅବସରରେ ସ୍ୱତନ୍ତ୍ର ସର୍କିଟ୍ ହାଉସ୍ ସମ୍ମିଳନୀ କକ୍ଷରେ ଯୋଗାଣ ବିଭାଗ, ସମବାୟ, ବୟନଶିଳ୍ପ ଓ ହସ୍ତତନ୍ତ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଳାପାଳ ଓ ବିଭିନ୍ନ ବିଭାଗର ପଦସ୍ଥ ଅଧିକାରୀ ମାନେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।