ଅଦ୍ୟତନ ହୋଇଛି
amer satapathy
Advertisment
ବ୍ରହ୍ମପୁର: ବିଧାୟକ ଅମର ଶତପଥୀଙ୍କ ନେତୃତ୍ୱରେ ହାଉସ୍ କମିଟିର ତିନି ଜଣିଆ ଦଳ ବ୍ରହ୍ମପୁର ଗସ୍ତରେ ଆସିଥିଲେ। ଏହି ଅବସରରେ ସ୍ୱତନ୍ତ୍ର ସର୍କିଟ୍ ହାଉସ୍ ସମ୍ମିଳନୀ କକ୍ଷରେ ଯୋଗାଣ ବିଭାଗ, ସମବାୟ, ବୟନଶିଳ୍ପ ଓ ହସ୍ତତନ୍ତ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଳାପାଳ ଓ ବିଭିନ୍ନ ବିଭାଗର ପଦସ୍ଥ ଅଧିକାରୀ ମାନେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2015/05/IMG-20150528-WA0017-1.jpg)