ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟ ଅଧିନରେ ଥିବା ସମସ୍ତ ମହାବିଦ୍ୟାଳୟର ଯୁକ୍ତ ତିନି ଶେଷ ବର୍ଷ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳା ସମ୍ମାନରେ ୮୮.୭ , ପାସରେ ୮୪.୪୧, ବିଜ୍ଞାନ ସମ୍ମାନରେ ୮୭.୦୯, ପାସରେ ୭୪.୨୩, ବାଣିଜ୍ୟ ସମ୍ମାନରେ ୮୩.୬୭ ଓ ପାସରେ ୬୧.୯୫ ପ୍ରତିଶତ ପରୀକ୍ଷାର୍ଥୀ କୃତିତ୍ୱ ହାସଲ କରିଛନ୍ତି। ଗତ ଫେବ୍ରୁଆରି ମାସରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥବା ବେଳେ ବିଭିନ୍ନ କାରଣ ଯୋଗୁଁ ବିଳମ୍ୱରେ ପରୀକ୍ଷା ଫଳ ପ୍ରକାଶ ପାଇଛି। ପୂର୍ବରୁ ପରୀକ୍ଷା ଫଳ ପ୍ରକାଶ ପାଇନଥିବାରୁ ଛାତ୍ରଛାତ୍ରୀଙ୍କ ମହଲରେ ଅସନ୍ତୋଷ ସୃଷ୍ଟି ହୋଇଥିବା ବେଳେ ପରୀକ୍ଷା ଫଳ ପ୍ରକାଶ ପାଇଥିବାରୁ ସମସ୍ତେ ଆଶ୍ୱସ୍ତ ଅନୁଭବ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।