ବ୍ରହ୍ମପୁର ଖୋଡାସିଂ ବାସୁଦେବନଗର ଘଟଣା: କୂଅ ଭିତରେ ଶ୍ୱାସରୁଦ୍ଧ ହୋଇ ୨ ମୃତ

ବ୍ରହ୍ମପୁର: ବ୍ରହ୍ମପୁର ଖୋଡାସିଂ ବାସୁଦେବନଗରରେ ସୋମବାର କୂଅ ସଫା କରିବାକୁ ଯାଇଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଅନ୍ୟ  ୨ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତାହତ ୪ ଜଣ ଯାକ ବ୍ରହ୍ମପୁର ନିକଟ ଜଗଦଳପୁରର ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ, ଆଜି ଦିନ ପ୍ରାୟ  ୨ଟା ବେଳେ ସେମାନେ ଗାଁର ରମେଶ ପାତ୍ରଙ୍କ କୂଅ ସଫା କରୁଥିଲେ […]

berhampur

berhampur

Rakesh Mallick
  • Published: Monday, 14 September 2015
  • Updated: 14 September 2015, 12:08 PM IST

Sports

Latest News

ବ୍ରହ୍ମପୁର: ବ୍ରହ୍ମପୁର ଖୋଡାସିଂ ବାସୁଦେବନଗରରେ ସୋମବାର କୂଅ ସଫା କରିବାକୁ ଯାଇଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଅନ୍ୟ  ୨ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତାହତ ୪ ଜଣ ଯାକ ବ୍ରହ୍ମପୁର ନିକଟ ଜଗଦଳପୁରର ବୋଲି ଜଣାପଡିଛି ।

ମିଳିଥିବା ସୂଚନା ଅନୁସାରେ, ଆଜି ଦିନ ପ୍ରାୟ  ୨ଟା ବେଳେ ସେମାନେ ଗାଁର ରମେଶ ପାତ୍ରଙ୍କ କୂଅ ସଫା କରୁଥିଲେ । ତେବେ  କୂଅ ଭିତରେ ସେମାନେ ଅଣନିଶ୍ୱାସୀ ହୋଇ  ଗୁରୁତର ହୋଇଯାଇଥିଲେ। ସେମାନଙ୍କୁ ଉଦ୍ଧାର କରିବା ଲାଗି ଗ୍ରାମବାସୀ ଅଗ୍ନିଶମ ବିଭାଗ ସହିତ ଯୋଗାଯୋଗ କରିଥିଲେ। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପ୍ରଥମେ ୨ ଜଣଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତୁରନ୍ତ ବ୍ରହ୍ମପୁର ବଡମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଅନ୍ୟ ୨ ଜଣଙ୍କୁ ଉଦ୍ଧାର କରିଥିଲେ। ତେବେ ସେତେବେଳକୁ ସେମାନଙ୍କର ମୃତ୍ୟୁ ହୋଇସାରିଥିଲା। ବିଷାକ୍ତ ଗ୍ୟାସ ନିର୍ଗତ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story