ଆଜି ବ୍ରହ୍ମପୁର ଡେପୁଟି ମେୟର ନିର୍ବାଚନ

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଆଜି ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ପାଇଁ ନିର୍ବାଚନ ହେବ।  ବିଜେଡି ହାତରେ ହିଁ ଏହି ପଦ ରହିବ ବୋଲି ଚର୍ଚ୍ଚା ହେଉଛି। କାରଣ ସଂଖ୍ୟା ଏହି ଦଳ ସପକ୍ଷରେ ରହିଛି। ୪୨ଟି ଓ୍ୱାର୍ଡ ମଧ୍ୟରୁ ୩୦ଟି ଓ୍ୱାର୍ଡରେ ବିଜେଡି କର୍ପୋରେଟର ଜିତିଛନ୍ତି। ବିଜେପିର ୭ ଜଣ ଓ ୪ ଜଣ ସ୍ୱାଧୀନ କର୍ପୋରେଟର ଅଛନ୍ତି। ବ୍ରହ୍ମପୁରର ମେୟର ସଂଘମିତ୍ରା ଦଳେଇ ଜଣେ ମହିଳା ହୋଇଥିବାରୁ ଡେପୁଟି ମେୟର ପଦବୀ ଜଣେ ପୁରୁଷକୁ […]

election-

election-

Tapaswini Nayak
  • Published: Friday, 08 April 2022
  • Updated: 08 April 2022, 10:37 AM IST

Sports

Latest News

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଆଜି ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ପାଇଁ ନିର୍ବାଚନ ହେବ।  ବିଜେଡି ହାତରେ ହିଁ ଏହି ପଦ ରହିବ ବୋଲି ଚର୍ଚ୍ଚା ହେଉଛି। କାରଣ ସଂଖ୍ୟା ଏହି ଦଳ ସପକ୍ଷରେ ରହିଛି। ୪୨ଟି ଓ୍ୱାର୍ଡ ମଧ୍ୟରୁ ୩୦ଟି ଓ୍ୱାର୍ଡରେ ବିଜେଡି କର୍ପୋରେଟର ଜିତିଛନ୍ତି। ବିଜେପିର ୭ ଜଣ ଓ ୪ ଜଣ ସ୍ୱାଧୀନ କର୍ପୋରେଟର ଅଛନ୍ତି।

ବ୍ରହ୍ମପୁରର ମେୟର ସଂଘମିତ୍ରା ଦଳେଇ ଜଣେ ମହିଳା ହୋଇଥିବାରୁ ଡେପୁଟି ମେୟର ପଦବୀ ଜଣେ ପୁରୁଷକୁ ଯାଇପାରେ ବୋଲି ଚର୍ଚ୍ଚା ହେଉଛି। ଏହି ପଦ ହାତେଇବା ପାଇଁ ଅନେକ ଦାବିଦାର ଲବି କରୁଛନ୍ତି।  ଚର୍ଚ୍ଚାରେ କିଛି ଜଣଙ୍କ ନାଁ ଥିବା ବେଳେ ଆଜି ହିଁ ସ୍ପଷ୍ଟ ହେବ ବିଜେଡି କାହାକୁ ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର କରିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story