ସ୍କୁଲ୍‌ ଅଟୋକୁ ଧକ୍କା ଦେଲା ଟ୍ରକ୍; ୧୧ ଛାତ୍ରଛାତ୍ରୀ ଆହତ

studentବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଖଲିକୋଟ ବାଉରୀ ଗଣ୍ଡାପାଲି ନିକଟରେ ଆଜି ସକାଳେ ଏକ ସ୍କୁଲ୍‌ ଅଟୋକୁ ଟ୍ରକ୍‌ ଧକ୍କା ଦେବାରୁ ୧୧ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଆହତ ଛାତ୍ରଛାତ୍ରୀମାନଙ୍କୁ ପ୍ରଥମେ ରମ୍ଭା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ରମ୍ଭା ଥାନା ଅନ୍ତର୍ଗତ ବାଉଣୀ ଗଣ୍ଡାପଲ୍ଲୀରେ ଥିବା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏକ ଅଟୋରେ ସ୍କୁଲ୍‌ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।

ଆହୁରି ପଢ଼ନ୍ତୁ

ମନ୍ତ୍ରୀମହଲରେ ଟେନସନ୍, ପାୱାର କରିଡରରେ ବଢୁଛି ହାର୍ଟବିଟ୍

୨ବର୍ଷ ଯାଏଁ ଆର୍ଥିକ ଇମର୍ଜେନ୍ସୀ: ନିଯୁକ୍ତି, ଯୋଜନା ଓ ପ୍ରକଳ୍ପ ସବୁ ଠପ୍‌

ବିଏମସିର ନିଷ୍ପତ୍ତି ଅଗଣତାନ୍ତ୍ରିକ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ୯ଟି ବିରୋଧୀ ଦଳର ନେତା

ଓଏଏସ ଅଫିସରସ୍ତରରେ ଅଦଳବଦଳ; କାହାକୁ କଣ ମିଳିଲା ପଢ଼ନ୍ତୁ

‘ମୋ ସରକାର’ରେ ସାମିଲ ହେବ କୋଭିଡ୍ ପରିଚାଳନା

ଆଜି ସୁସ୍ଥ ହେଲେ ୨୧୭

୯ରୁ ଗଞ୍ଜାମ ଜିଲ୍ଲାର ସବୁ ସହର ଶଟ୍‌ଡାଉନ୍‌

ଭୁବନେଶ୍ୱରରୁ ୨୯ ‘କରୋନା’ ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୪ ଲୋକାଲ୍‌ କେସ୍‌

କେତେ ଝିଅ ତାଙ୍କୁ ନେଇ ସ୍ୱପ୍ନ ଦେଖୁଥିଲେ , କିନ୍ତୁ ସେ ମୋ ହାତ ଧରିଥିଲେ…

କ୍ୱାରେଣ୍ଟାଇନ୍‌ ଗଲେ ପୋକ୍ସୋ କୋର୍ଟ ବିଚାରପତି, ସରକାରୀ ଓକିଲ

ପୁଲିସ ପରେ ଡାକ୍ତର ପାଳି, ବନ୍ଧା ହେଲେ ଡାକ୍ତର ବାବୁ

ସାଙ୍ଗ ହୋଇ ଚାଲିଗଲେ ଦୁଇ ଭଉଣୀ; କାରଣ ଅସ୍ପଷ୍ଟ