ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ବିଜେଡି ଯୁବ ନେତା ତଥା କାଉନ୍ସିଲର ଲକ୍ଷ୍ମୀଦତ୍ତ ପ୍ରଧାନଙ୍କ ହତ୍ୟା ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅନ୍ୟମାନଙ୍କୁ ସିସିଟିଭି ଫୁଟେଜରେ ଚିହ୍ନଟ କରି ପୋଲିସ ସେମାନଙ୍କୁ ଧରିବା ଲାଗି ଛାନଭିନ୍ ଚଳାଇଛି।
କଲେଜ୍ ନିର୍ବାଚନ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଦୁର୍ବୃତ୍ତମାନେ ତାଙ୍କ ଘର ସାମ୍ନାରେ ଲକ୍ଷ୍ମୀଦତ୍ତଙ୍କୁ ଖଣ୍ଡାରେ ହାଣି ନିର୍ମମ ଭାବେ ହତ୍ୟା କରିଥିଲେ। ପୂରା ଦୃଶ୍ୟ ସିସିଟିଭିରେ କଏଦ୍ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦଲାଲଙ୍କ ଜରିଆରେ ଘୂରି ବୁଲୁଛି ବହୁ ବାଂଲାଦେଶୀ ଯୁବତୀଙ୍କ ଫଟୋ
କିଏ ଚାକିରି ଲୋଭ ତ ଆଉ କିଏ ଦଲାଲଙ୍କ ଜାଲରେ ପଡ଼ି ବେଆଇନ୍ ଭାବେ ସୀମା ପାର ହୋଇ ଆସିବା ପରେ ଏଠି ପାଲଟି ଯାଉଛନ୍ତି ବୃତ୍ତିଗତ ଦେହଜୀବୀ!
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।