ସବୁ ପ୍ରମାଣ ସତ୍ତ୍ୱେ ବିଜେଡିର ସଦସ୍ୟ ଥିବାରୁ କାର୍ଯ୍ୟାନୁଷ୍ଠାନ ହେଉନି’। ମୁଁ କେବଳ ପୋଲିସ ଓ କୋର୍ଟରେ ଚକର କାଟୁଛି। ‘ଏତଲା ପଞ୍ଜୀକୃତ ହେବାକୁ ୯ ମାସ ସମୟ ଲାଗିଗଲା ବୋଲି କହିଛନ୍ତି ବିଧାୟକ ବିଜୟଶଙ୍କର ଦାସଙ୍କ ବାନ୍ଧବୀ ସୋମାଲିକା ଦାଶ।