ଭଦ୍ରକରୁ ହଟିଲା ୧୪୪ ଧାରା

<p>ଭଦ୍ରକ(ଓଡ଼ିଶା ରିପୋର୍ଟର): ରାମ ନବମୀ ପାଇଁ ଭଦ୍ରକ ସହର ସହ ଆଖପାଖରେ ଲାଗୁ ହୋଇଥିବା ୧୪୪ ଧାରା ସମ୍ପୂର୍ଣ୍ଣ ହଟିଛି। ଏନେଇ ସୂଚନା ଦେଇଛନ୍ତି ଉପଜିଲ୍ଲାପାଳ। ରାମନବମୀରେ ଆଇନ ଶୃଙ୍ଖଳା ପରିସ୍ଥିତି ଆଶଙ୍କା କରି ଗତ ୧୭ ତାରିଖ ସନ୍ଧ୍ୟାରୁ ଜିଲ୍ଲା ପ୍ରଶାସନ&nbsp; ୧୪୪ ଲାଗୁ କରିଥିଲା। ତା&rsquo;ସହ&nbsp; ପୋଲିସ ଛାଉଣୀରେ ପରିଣତ ହୋଇଥିଲା ଭଦ୍ରକ ସହର।</p> <p>ଏମିତିକି ୨୪ତାରିଖ ସନ୍ଧ୍ୟାରୁ ୪୮ ଘଣ୍ଟା ପାଇଁ ସାରା ସହରରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦେଇଥିଲା ପ୍ରଶାସନ। ସୋସିଆଲ ମିଡିଆର ଅପବ୍ୟବହାର ରୋକିବାକୁ ଏବଂ ସାଂପ୍ରଦାୟିକ ସଦ୍&zwnj;ଭାବନା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିଲା।</p>

Ordigital Desk
  • Published: Tuesday, 27 March 2018
  • Updated: 27 March 2018, 11:05 AM IST

Sports

Latest News

<p>ଭଦ୍ରକ(ଓଡ଼ିଶା ରିପୋର୍ଟର): ରାମ ନବମୀ ପାଇଁ ଭଦ୍ରକ ସହର ସହ ଆଖପାଖରେ ଲାଗୁ ହୋଇଥିବା ୧୪୪ ଧାରା ସମ୍ପୂର୍ଣ୍ଣ ହଟିଛି। ଏନେଇ ସୂଚନା ଦେଇଛନ୍ତି ଉପଜିଲ୍ଲାପାଳ। ରାମନବମୀରେ ଆଇନ ଶୃଙ୍ଖଳା ପରିସ୍ଥିତି ଆଶଙ୍କା କରି ଗତ ୧୭ ତାରିଖ ସନ୍ଧ୍ୟାରୁ ଜିଲ୍ଲା ପ୍ରଶାସନ&nbsp; ୧୪୪ ଲାଗୁ କରିଥିଲା। ତା&rsquo;ସହ&nbsp; ପୋଲିସ ଛାଉଣୀରେ ପରିଣତ ହୋଇଥିଲା ଭଦ୍ରକ ସହର।</p><p>ଏମିତିକି ୨୪ତାରିଖ ସନ୍ଧ୍ୟାରୁ ୪୮ ଘଣ୍ଟା ପାଇଁ ସାରା ସହରରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦେଇଥିଲା ପ୍ରଶାସନ। ସୋସିଆଲ ମିଡିଆର ଅପବ୍ୟବହାର ରୋକିବାକୁ ଏବଂ ସାଂପ୍ରଦାୟିକ ସଦ୍&zwnj;ଭାବନା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିଲା।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos