ଭଦ୍ରକ: ବିଚାରାଧୀନ କଏଦୀଙ୍କ ଅସ୍ୱାଭାବିକ ମୃତ୍ୟୁ

ଭଦ୍ରକ: ଭଦ୍ରକ ସବ୍‌ଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ବାସୁଦେବପୁର ଥାନା ଅନ୍ତର୍ଗତ ଛତ୍ରିୟା ଗାଁର ବିକାଶ ଘଡ଼ିଆ। ଆଜି ଭୋର ପ୍ରାୟ ୪ଟା ବେଳେ ବିକାଶ ହଠାତ୍‌ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଭଦ୍ରକ ଜିଲ୍ଲା ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ବିକାଶଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ।

bhadrak

Rakesh Mallick
  • Published: Wednesday, 01 March 2017
  • , Updated: 01 March 2017, 05:42 PM IST

ଭଦ୍ରକ: ଭଦ୍ରକ ସବ୍‌ଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ବାସୁଦେବପୁର ଥାନା ଅନ୍ତର୍ଗତ ଛତ୍ରିୟା ଗାଁର ବିକାଶ ଘଡ଼ିଆ।

ଆଜି ଭୋର ପ୍ରାୟ ୪ଟା ବେଳେ ବିକାଶ ହଠାତ୍‌ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଭଦ୍ରକ ଜିଲ୍ଲା ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ବିକାଶଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ।

Related story