Advertisment

ଭଦ୍ରକ ଉପଜିଲ୍ଲାପାଳଙ୍କୁ କରୋନା

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଉପ-ଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଭଦ୍ରକ ଜିଲ୍ଲାପାଳ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି। ବର୍ତ୍ତମାନ ଅତିରିକ୍ତ ଉପଜିଲ୍ଲାପାଳ ମନୋରମା ଭୂୟାଁ ଉପ-ଜିଲ୍ଲାପାଳ ଦାୟିତ୍ୱ ତୁଲାଇବେ। ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ଯାଏ ସେ ଏହି ଦାୟିତ୍ୱରେ ରହିବେ। ସୂଚନାଯୋଗ୍ୟ, ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪୫ ପହଞ୍ଚିଛି।  ସେଥିମଧ୍ୟରୁ ୭୫୮ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୧,୭୭୫ ସୁସ୍ଥ ହୋଇସାରିଛନ୍ତି। #COVIDUpdates Ms Manorama […]

author-image
Jyoshna Pradhan
ଅଦ୍ୟତନ ହୋଇଛି
ଭଦ୍ରକ ଉପଜିଲ୍ଲାପାଳଙ୍କୁ କରୋନା

corona-39

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଉପ-ଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଭଦ୍ରକ ଜିଲ୍ଲାପାଳ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି।

Advertisment

ବର୍ତ୍ତମାନ ଅତିରିକ୍ତ ଉପଜିଲ୍ଲାପାଳ ମନୋରମା ଭୂୟାଁ ଉପ-ଜିଲ୍ଲାପାଳ ଦାୟିତ୍ୱ ତୁଲାଇବେ। ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ଯାଏ ସେ ଏହି ଦାୟିତ୍ୱରେ ରହିବେ।

ସୂଚନାଯୋଗ୍ୟ, ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪୫ ପହଞ୍ଚିଛି।  ସେଥିମଧ୍ୟରୁ ୭୫୮ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୧,୭୭୫ ସୁସ୍ଥ ହୋଇସାରିଛନ୍ତି।

Advertisment