ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଉପ-ଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଭଦ୍ରକ ଜିଲ୍ଲାପାଳ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି।
ବର୍ତ୍ତମାନ ଅତିରିକ୍ତ ଉପଜିଲ୍ଲାପାଳ ମନୋରମା ଭୂୟାଁ ଉପ-ଜିଲ୍ଲାପାଳ ଦାୟିତ୍ୱ ତୁଲାଇବେ। ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ଯାଏ ସେ ଏହି ଦାୟିତ୍ୱରେ ରହିବେ।
ସୂଚନାଯୋଗ୍ୟ, ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪୫ ପହଞ୍ଚିଛି। ସେଥିମଧ୍ୟରୁ ୭୫୮ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୧,୭୭୫ ସୁସ୍ଥ ହୋଇସାରିଛନ୍ତି।
#COVIDUpdates
Ms Manorama Bhuyan, OAS (SB), Addl Sub-Collector will remain in charge of Sub-Collector, Bhadrak till 15/9, since Sub-Collector has tested COVID +ve.@SubCol_Bhadrak— District Administration,Bhadrak (@DM_Bhadrak) August 29, 2020
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।