Advertisment

ଭଦ୍ରକ ପୌରାଞ୍ଚଳରେ ୧୪୪ ଧାରା, ବିଜୟ ଶୋଭାଯାତ୍ର ଉପରେ ବି କଟକଣା

ଭଦ୍ରକ(ପାର୍ଥ ସାରଥୀ ନାୟକ): ଭୋଟ ଗଣତି ପୂର୍ବରୁ ଭଦ୍ରକ ପୌରାଞ୍ଚଳରେ ଲାଗୁ ହୋଇଛି ୧୪୪ ଧାରା । ଗତକାଲି ମଧ୍ୟରାତ୍ରିରୁ ଲାଗୁ ହୋଇଥିବା ଏହି କଟକଣା ଆସନ୍ତାକାଲି  ୨୭   ସକାଳ ୬ ଘଟିକା   ଜାରି ରହିବ । ଆଇନ ଶୃଙ୍ଖଳା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଏଭଳି କଟକଣା ଲଗାଯାଇଥିବା ସୂଚନା ଦେଇଛି । ସେହିପରି ବିଜୟ ଶୋଭାଯାତ୍ର ଉପରେ ମଧ୍ୟ କଟକଣା ଲାଗିଛି । ୫ ଜଣ ଲୋକ ଏକାଠି କୌଣସି ସ୍ଥାନରେ ଠିଆ ହୋଇପାରିବେନାହିଁ । […]

ଅଦ୍ୟତନ ହୋଇଛି
ଭଦ୍ରକ ପୌରାଞ୍ଚଳରେ ୧୪୪ ଧାରା, ବିଜୟ ଶୋଭାଯାତ୍ର ଉପରେ ବି କଟକଣା

bhadrak

Advertisment

ଭଦ୍ରକ(ପାର୍ଥ ସାରଥୀ ନାୟକ): ଭୋଟ ଗଣତି ପୂର୍ବରୁ ଭଦ୍ରକ ପୌରାଞ୍ଚଳରେ ଲାଗୁ ହୋଇଛି ୧୪୪ ଧାରା । ଗତକାଲି ମଧ୍ୟରାତ୍ରିରୁ ଲାଗୁ ହୋଇଥିବା ଏହି କଟକଣା ଆସନ୍ତାକାଲି  ୨୭   ସକାଳ ୬ ଘଟିକା   ଜାରି ରହିବ । ଆଇନ ଶୃଙ୍ଖଳା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଏଭଳି କଟକଣା ଲଗାଯାଇଥିବା ସୂଚନା ଦେଇଛି ।

Advertisment

ସେହିପରି ବିଜୟ ଶୋଭାଯାତ୍ର ଉପରେ ମଧ୍ୟ କଟକଣା ଲାଗିଛି । ୫ ଜଣ ଲୋକ ଏକାଠି କୌଣସି ସ୍ଥାନରେ ଠିଆ ହୋଇପାରିବେନାହିଁ । ୨୬ ତାରିଖ ସକାଳ ୬ ରୁ ୨୭ ତାରିଖ ସକାଳ ୬ ପର୍ଯ୍ୟନ୍ତ ସହର ମଧ୍ୟକୁ ଚାରି ଚକିଆ ଗାଡ଼ି ପ୍ରବେଶକୁ ବାରଣ କରାଯାଇଛି । ଉଭୟ ଘରୋଇ ଓ କମର୍ସିଆଲ ଗାଡ଼ି ଉପରେ କଟକଣା ଜାରି ରହିଛି । ଜରୁରୀ ସେବାରେ ନିୟୋଜିତ ଥିବା ଗାଡ଼ି ଯାତାୟାତ କରିବ ।

ଭୋଟ ସମୟରେ ଦେଖାଦେଇଥିବା ନିର୍ବାଚନୀ ହିସାଂ ପାଇଁ ପ୍ରଶାସନ ତରଫରୁ ଏପରି ପଦକ୍ଷେପ ନିଆଯାଇଛି। ତେବେ  ଭୋଟ ଗଣତି କେନ୍ଦ୍ର ସମ୍ମୁଖରେ କଡ଼ା ସୁରକ୍ଷା  ବ୍ୟବସ୍ଥ ଗ୍ରହଣ କରାଯାଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe