ଋଣ ଶୁଝିବା ପାଇଁ ପଡ଼ିଲା ଚାପ, ଆତ୍ମହତ୍ୟା କଲେ ଚାଷୀ

ଭଦ୍ରକ (ଓଡ଼ିଶା ରିପୋର୍ଟର): ଋଣ ଶୁଝିବା ଲାଗି ଫାଇନାନ୍ସ କର୍ମଚାରୀ ବାଧ୍ୟ କରିବାରୁ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲ୍ଲା ଅର୍ଣ୍ଣପାଳ ପଞ୍ଚାୟତ ରାଜୁଆଳି ବିନ୍ଧା ଗାଁରୁ ଆସିଛି ଏଭଳି ଅଭିଯୋଗ। ମୃତକ ହେଲେ ରାଜୁଆଳି ବିନ୍ଧା ଗ୍ରାମର ମହେନ୍ଦ୍ର ଦାସ। ମହେନ୍ଦ୍ରଙ୍କ ସ୍ତ୍ରୀ ୪ଟି ଘରୋଇ ଅର୍ଥ ଲଗାଣ ସଂସ୍ଥା ଠାରୁ ୫୦ ହଜାର ଟଙ୍କାରୁ ଅଧିକ ଋଣ ଆଣିଥିଲେ। କରୋନା କଟକଣା ଯୋଗୁଁ କୌଣସି ରୋଜଗାର ନଥିବା ବେଳେ ଫାଇନାନ୍ସ କର୍ମଚାରୀ […]

farmer

farmer

Puspanjali Panda
  • Published: Sunday, 02 August 2020
  • Updated: 02 August 2020, 05:43 PM IST

Sports

Latest News

ଭଦ୍ରକ (ଓଡ଼ିଶା ରିପୋର୍ଟର): ଋଣ ଶୁଝିବା ଲାଗି ଫାଇନାନ୍ସ କର୍ମଚାରୀ ବାଧ୍ୟ କରିବାରୁ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲ୍ଲା ଅର୍ଣ୍ଣପାଳ ପଞ୍ଚାୟତ ରାଜୁଆଳି ବିନ୍ଧା ଗାଁରୁ ଆସିଛି ଏଭଳି ଅଭିଯୋଗ। ମୃତକ ହେଲେ ରାଜୁଆଳି ବିନ୍ଧା ଗ୍ରାମର ମହେନ୍ଦ୍ର ଦାସ।

ମହେନ୍ଦ୍ରଙ୍କ ସ୍ତ୍ରୀ ୪ଟି ଘରୋଇ ଅର୍ଥ ଲଗାଣ ସଂସ୍ଥା ଠାରୁ ୫୦ ହଜାର ଟଙ୍କାରୁ ଅଧିକ ଋଣ ଆଣିଥିଲେ। କରୋନା କଟକଣା ଯୋଗୁଁ କୌଣସି ରୋଜଗାର ନଥିବା ବେଳେ ଫାଇନାନ୍ସ କର୍ମଚାରୀ ଋଣ ଶୁଝିବା ଲାଗି ବାରମ୍ବାର ଚାପ ପକାଉଥିଲେ।

ଏନେଇ ମହେନ୍ଦ୍ର ମାନସିକ ଚାପରେ ରହିବା ସହ ନିଜ ଘରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଖବର ପାଇବା ପରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ବ୍ୟବଚ୍ଛେଦ ଲାଗି ପଠାଇ ଛାନଭିନ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story