Advertisment

ପ୍ରକୃତ ଚାଷୀଙ୍କୁ ଇନ୍‌ପୁଟ୍‌ ସବ୍‌ସିଡ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ପ୍ରକୃତ ଚାଷୀଙ୍କୁ ଇନ୍‌ପୁଟ୍‌ ସବ୍‌ସିଡ ଦେବା ପାଇଁ ବୁଧବାର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଚାଷୀଙ୍କୁ ଦିଆଯାଉଥିବା କୃଷି ଇନ୍‌ପୁଟ୍ ସବ୍‌ସିଡ ଯେପରି ପ୍ରକୃତ ଚାଷୀ ପାଇବେ ତାହା ନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜସ୍ୱ ପର୍ଷଦ ସଦସ୍ୟ ଅଶୋକ ତ୍ରିପାଠୀଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

author-image
Rakesh Mallick
ଅଦ୍ୟତନ ହୋଇଛି
ପ୍ରକୃତ ଚାଷୀଙ୍କୁ ଇନ୍‌ପୁଟ୍‌ ସବ୍‌ସିଡ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

cm