ପଟ୍ଟାମୁଣ୍ଡାଇ(ପ୍ରବୀର କୁମାର ନାୟକ): ଆଜିଠୁ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ। ବଉଳା କୁମ୍ଭୀରର ପ୍ରଜନନ ପାଇଁ ଗତ ମେ’ ୧ ତାରିଖରୁ ଜୁଲାଇ ୩୧ ଯାଏ ଅଭୟାରଣ୍ୟ ବନ୍ଦ ରହିଥିଲା।
ଚଳିତ ବର୍ଷ ପର୍ଯ୍ୟଟକଙ୍କ ପାଇଁ ୨୩ଟି ଘରୋଇ ଓ ୫ଟି ସରକାରୀ ବୋଟ୍ର ବ୍ୟବସ୍ଥା କରାଯାଇଛି। ଗୁପ୍ତି, ଖୋଳା ଏବଂ ଚାନ୍ଦବାଲି ରାସ୍ତା ଦେଇ ପର୍ଯ୍ୟଟକ ଅଭୟାରଣ୍ୟକୁ ଆସିପାରିବେ।
ଏଥିସହିତ ସୁରକ୍ଷା ଦୃଷ୍ଟିରୁ ପର୍ଯ୍ୟଟକଙ୍କ ପାଇଁ ଫଟୋ ପରିଚୟ ପତ୍ର ଓ ବୋଟ୍ରେ ଯିବା ବେଳେ ଲାଇଫ୍ ଜ୍ୟାକେଟ୍ ବାଧ୍ୟତାମୂଳକ କରାଯାଇଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।