୫ରୁ ଖୋଲିବ ଭିତରକନିକା

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ଅଗଷ୍ଟ ୫ ତାରିଖରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ରାଜନଗର ବନଖଣ୍ଡ ଅଧିକାରୀ ଡ. ଯଜ୍ଞଦତ୍ତ ପତି ଦେଇଛନ୍ତି ଏହି ସୂଚନା। ଅଗଷ୍ଟ ମାସର କରୋନା କଟକଣା ଗାଇଡ୍‌ଲାଇନ୍ ଆସିବା ପରେ ବନ ବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକାକୁ ଖୋଲିବାକୁ ନିଷ୍ପତ୍ତି ହୋଇଛି। ତେବେ କୋଭିଡ୍‌ କଟକଣା ମଧ୍ୟରେ ଏହି ଜାତୀୟ ଉଦ୍ୟାନକୁ ଖୋଲା ଯିବ। ରାଜଗନର ବନଖଣ୍ଡ ଅଧିକାରୀ ଡ. ଯଜ୍ଞଦତ୍ତ ପତି କହିଛନ୍ତି ଯେ […]

Bhitarakanika

Bhitarakanika

Jitendra Garnayak
  • Published: Sunday, 01 August 2021
  • Updated: 01 August 2021, 12:25 PM IST

Sports

Latest News

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ଅଗଷ୍ଟ ୫ ତାରିଖରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ରାଜନଗର ବନଖଣ୍ଡ ଅଧିକାରୀ ଡ. ଯଜ୍ଞଦତ୍ତ ପତି ଦେଇଛନ୍ତି ଏହି ସୂଚନା।

ଅଗଷ୍ଟ ମାସର କରୋନା କଟକଣା ଗାଇଡ୍‌ଲାଇନ୍ ଆସିବା ପରେ ବନ ବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକାକୁ ଖୋଲିବାକୁ ନିଷ୍ପତ୍ତି ହୋଇଛି। ତେବେ କୋଭିଡ୍‌ କଟକଣା ମଧ୍ୟରେ ଏହି ଜାତୀୟ ଉଦ୍ୟାନକୁ ଖୋଲା ଯିବ।

ରାଜଗନର ବନଖଣ୍ଡ ଅଧିକାରୀ ଡ. ଯଜ୍ଞଦତ୍ତ ପତି କହିଛନ୍ତି ଯେ ବର୍ତ୍ତମାନ ପର୍ଯ୍ୟଟକମାନେ କେବଳ ଦିନବେଳା ଭିତରକନିକାରେ ପ୍ରବେଶ କରିବାକୁ ଅନୁମତି ପାଇବେ। ଏବେ ଏଠାରେ ରାତ୍ରୀଯାପନ କରିବା ପାଇଁ ଅନୁମତି ଦିଆଯିବ ନାହିଁ। ପରେ ଏ ସଂପର୍କରେ ନିଷ୍ପତ୍ତି ହେବ।

ତାଙ୍କ ସୂଚନା ଅନୁଯାୟୀ, ଅଗଷ୍ଟ ୫ରୁ ପର୍ଯ୍ୟଟକମାନେ ଡାଙ୍ଗମାଳ, ଖୋଳା ଓ ଗୁପ୍ତି ଦେଇ ଭିତରକନିକାକୁ ପ୍ରବେଶ କରିପାରିବେ। ପର୍ଯ୍ୟଟକମାନଙ୍କ ପାଇଁ ସରକାରୀ ଓ ଘରୋଇ ବୋଟ୍‌ ଗୁଡ଼ିକୁ ପ୍ରସ୍ତୁତ କରାଯାଉଛି।

ଏହା ସହିତ ଭିତରକନିକାକୁ ଆସିବାକୁ ଥିବା ପର୍ଯ୍ୟଟକଙ୍କୁ କୋଭିଡ୍ ଗାଇଡ୍‌ ଲାଇନ୍, ଯେପରିକି ମାସ୍କ ପିନ୍ଧିବା ଆଦିକୁ ମାନିବାକୁ ବନଖଣ୍ଡ ଅଧିକାରୀ ଅନୁରୋଧ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story