ଜାନୁଆରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ

ପଟ୍ଟାମୁଣ୍ଡାଇ( ପ୍ରବୀର କୁମାର ନାୟକ): ଜାନୁଆରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡିକରେ କୁମ୍ଭୀର ଗଣନା ଆରମ୍ଭ ହେବ । ଏଥିନିମନ୍ତେ ପର୍ଯ୍ୟଟକଙ୍କ ନିମନ୍ତେ ୧୧ ଦିନ ପାଇଁ ଭିତରକନିକା ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ  ସୁଦର୍ଶନ ଗୋପୀନାଥ ଯାଦବ । ବିରଳ ବଉଳା କୁମ୍ଭୀରମାନଙ୍କର ଏନ୍ତୁଡିଶାଳ ଭାବେ ପରିଚିତ ଭିତରକନିକା […]

pic

pic

Niharika Rout
  • Published: Monday, 02 January 2023
  • Updated: 02 January 2023, 10:05 AM IST

Sports

Latest News

ପଟ୍ଟାମୁଣ୍ଡାଇ( ପ୍ରବୀର କୁମାର ନାୟକ): ଜାନୁଆରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡିକରେ କୁମ୍ଭୀର ଗଣନା ଆରମ୍ଭ ହେବ । ଏଥିନିମନ୍ତେ ପର୍ଯ୍ୟଟକଙ୍କ ନିମନ୍ତେ ୧୧ ଦିନ ପାଇଁ ଭିତରକନିକା ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ  ସୁଦର୍ଶନ ଗୋପୀନାଥ ଯାଦବ ।

ବିରଳ ବଉଳା କୁମ୍ଭୀରମାନଙ୍କର ଏନ୍ତୁଡିଶାଳ ଭାବେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀରମାନଙ୍କୁ ପାଖରୁ ଦେଖିବା ସହ ଏଠାକାର ପ୍ରାକୃତିକ ସୌନ୍ଦର୍ଯ୍ୟର ମଜା ଉଠାଇବା ପାଇଁ ପ୍ରତିବର୍ଷ ଦେଶ ଓ ବିଦେଶରୁ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିତର କନିକାକୁ ଛୁଟି ଆସିଥାନ୍ତି। ତେବେ ଆସନ୍ତ ୪ ତାରିଖରୁ କୁମ୍ଭୀର ଗଣନା ଆରମ୍ଭ ହେଉଥିବାରୁ ୧୧ ଦିନ ପାଇଁ ଏହି ଉଦ୍ୟାନକୁ ବନ୍ଦ ରଖାଯିବ ।

କୁମ୍ଭୀର ବିଶାରଦ ଡା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀ ମାନଙ୍କୁ ନେଇ କୁମ୍ଭୀର ଗଣନା କରାଯିବ । ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବା ନେଇ ରାଜନଗର ବନଖଣ୍ଡ ଅଧିକାରୀ  ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ଜାନୁଆରୀ ୨୦୨୨ ବା ଗତବର୍ଷ ଗଣନା ଅନୁସାରେ ଭିତରକନିକା ରେ ୧୭୮୪ଟି ବଉଳା  କୁମ୍ଭୀର ଅଛନ୍ତି । ଚଳିତ ବର୍ଷ ଏହି ସଂଖ୍ୟା ବଢ଼ୁଛି ନା କମୁଛି ତାହା ଗଣନା ପରେ ହିଁ ସ୍ପଷ୍ଟ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story