ମେ’ ୧ରୁ ବନ୍ଦ ରହିବ ଭିତରକନିକା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମେ’ ୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ବଉଳା କୁମ୍ଭୀରମାନଙ୍କ ଅଣ୍ଡାଦାନ ପ୍ରକ୍ରିୟା ପାଇଁ ଜୁଲାଇ ୩୧ ତାରିଖ ଯାଏଁ ଏହା ବନ୍ଦ ରହିବ। ଅଣ୍ଡାଦାନ ବେଳେ କୁମ୍ଭୀରମାନେ ହିଂସ୍ର ଥାଆନ୍ତି। କୌଣସି ଅଘଟଣ ଘଟିବାକୁ ଲକ୍ଷ୍ୟ କରି ପ୍ରାଣୀ ଉଦ୍ୟାନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ପ୍ରତିବର୍ଷ ଏହି ସମୟରେ ସାଧାରଣ ଲୋକଙ୍କ ପାଇଁ ଏହା ବନ୍ଦ ରଖା ଯାଇଥାଏ। ୨୦୧୬ ଜାନୁଆରୀରେ ହୋଇଥିବା ଗଣନା ଅନୁସାରେ, […]

Bhitarkanika will closed from May 1

Bhitarkanika will closed from May 1

Rakesh Mallick
  • Published: Sunday, 29 April 2018
  • Updated: 29 April 2018, 05:04 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମେ’ ୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ବଉଳା କୁମ୍ଭୀରମାନଙ୍କ ଅଣ୍ଡାଦାନ ପ୍ରକ୍ରିୟା ପାଇଁ ଜୁଲାଇ ୩୧ ତାରିଖ ଯାଏଁ ଏହା ବନ୍ଦ ରହିବ। ଅଣ୍ଡାଦାନ ବେଳେ କୁମ୍ଭୀରମାନେ ହିଂସ୍ର ଥାଆନ୍ତି। କୌଣସି ଅଘଟଣ ଘଟିବାକୁ ଲକ୍ଷ୍ୟ କରି ପ୍ରାଣୀ ଉଦ୍ୟାନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ପ୍ରତିବର୍ଷ ଏହି ସମୟରେ ସାଧାରଣ ଲୋକଙ୍କ ପାଇଁ ଏହା ବନ୍ଦ ରଖା ଯାଇଥାଏ।

୨୦୧୬ ଜାନୁଆରୀରେ ହୋଇଥିବା ଗଣନା ଅନୁସାରେ, ଭିତରକନିକାରେ ୧୬୭୧ଟି କୁମ୍ଭୀର ଅଛନ୍ତି। ଏଠାରୁ ଦେଶର ସବୁ ବଡ଼ କୁମ୍ଭୀର ମିଳିଥିଲା। ଯାହା ଲମ୍ୱ ୨୩ ଫୁଟ୍‌ ରହିଥିଲା। ଏହି କୁମ୍ଭୀର ଗ୍ରୀନିଜ ବୁକ୍‌ ଅଫ୍‌ ରେକର୍ଡ଼ରେ ସ୍ଥାନ ପାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos