ଜଳେଶ୍ୱର(ଅଜିତ ଦାସ): ତହସିଲଦାର ଓ ତାଙ୍କ ଅଫିସ୍ର ୧୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଯେଉଁଥିପାଇଁ ତହସିଲ ଅଫିସ୍କୁ ସିଲ୍ କରିଦିଆଯାଇଛି। ଏପରି ଚିତ୍ର ଆସିଛି ବାଲେଶ୍ୱର ଜିଲ୍ଲାରୁ। କରୋନାରେ ଆକ୍ରାନ୍ତ ତହସିଲ କର୍ମଚାରୀମାନେ ହୋମ୍ ଆଇସୋଲେସନ୍ରେ ଅଛନ୍ତି।
ଭୋଗରାଇ ତହସିଲଦାର କମଳାକାନ୍ତ ପଣ୍ଡା କରୋନାରେ ଆକ୍ରାନ୍ତ ହୋଇଛି। ତାଙ୍କ ସହ ତହସିଲଦାର ୧୧ ଜଣ କର୍ମଚାରୀ କରନାରେ ଆକ୍ରାନ୍ତ ହୋଇଛନ୍ତି। ଫଳରେ ତହସିଲ ଅଫିସ୍ରେ ତାଲା ପକାଇ ସାନିଟାଇଜ୍ କରାଯାଇଛି।
ସେପଟେ ତହସିଲ ପରିସରରେ ଥିବା ଭୋଗରାଇ ଗ୍ରାମ୍ୟ ନ୍ୟାୟାଳୟର ଦୁଇ ଜଣ କର୍ମଚାରୀ କରୋନା ଜାଲରେ ପଡ଼ିଛନ୍ତି। ଏନେଇ ଜଳେଶ୍ୱରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ୍ ଅଫିସର କମଳା କାନ୍ତ ଜେନା ସୂଚନା ଦେଇଛନ୍ତି। କରନା ଆକ୍ରାନ୍ତ।ମାନେ ହୋମ୍ ଆଇସୋଲେସନ୍ରେ ଅଛନ୍ତି। ସେମାନଙ୍କ ସ୍ୱାସ୍ଥ୍ୟ ଉପରେ ତୀକ୍ଷିଣ ନଜର ରଖାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି। ଏ
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।