ଦୁଇଦିନ ବନ୍ଦ ଏମ୍ସ ଓପିଡି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୪ ଓ ୧୫ ତାରିଖ ଦୁଇଦିନ ଧରି ବନ୍ଦ ରହିବ ଭୁବନେଶ୍ୱର ଏମ୍ସର ବର୍ହି ବିଭାଗ ବା ଓପିଡି।  ମହାବୀର ଜୟନ୍ତୀ ଓ ଗୁଡ୍ ଫ୍ରାଇଡେ୍ ପଡୁଥିବାରୁ ଏହି ଦୁଇଦିନ ଓପିଡି ସେବା ବନ୍ଦ ରହିବ।  ଏନେଇ ଏମ୍ସ କର୍ତ୍ତୃପକ୍ଷଙ୍କପକ୍ଷରୁ ନୋଟିସ ଜାରି କରାଯାଇଛି। ତେବେ ରୋଗୀଙ୍କ ଅତ୍ୟାବଶ୍ୟକତାକୁ ଦୃଷ୍ଟିରେ ରଖି ଏପ୍ରିଲ ୧୪ ଓ ୧୫ ତାରିଖରେ ଜରୁରୀକାଳୀନ ସେବା ପୂର୍ବ ଭଳି ଜାରି ରହିବ ବୋଲି କର୍ତ୍ତୃପକ୍ଷ କହିଛନ୍ତି।

aims

Tapaswini Nayak
  • Published: Wednesday, 13 April 2022
  • , Updated: 13 April 2022, 07:45 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୪ ଓ ୧୫ ତାରିଖ ଦୁଇଦିନ ଧରି ବନ୍ଦ ରହିବ ଭୁବନେଶ୍ୱର ଏମ୍ସର ବର୍ହି ବିଭାଗ ବା ଓପିଡି।  ମହାବୀର ଜୟନ୍ତୀ ଓ ଗୁଡ୍ ଫ୍ରାଇଡେ୍ ପଡୁଥିବାରୁ ଏହି ଦୁଇଦିନ ଓପିଡି ସେବା ବନ୍ଦ ରହିବ।  ଏନେଇ ଏମ୍ସ କର୍ତ୍ତୃପକ୍ଷଙ୍କପକ୍ଷରୁ ନୋଟିସ ଜାରି କରାଯାଇଛି।

ତେବେ ରୋଗୀଙ୍କ ଅତ୍ୟାବଶ୍ୟକତାକୁ ଦୃଷ୍ଟିରେ ରଖି ଏପ୍ରିଲ ୧୪ ଓ ୧୫ ତାରିଖରେ ଜରୁରୀକାଳୀନ ସେବା ପୂର୍ବ ଭଳି ଜାରି ରହିବ ବୋଲି କର୍ତ୍ତୃପକ୍ଷ କହିଛନ୍ତି।

Related story