କଡ଼ାକଡ଼ି ହେଲା ଭୁବନେଶ୍ୱର ବିମାନବନ୍ଦରର ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଜମ୍ମୁ ଓ କଶ୍ମୀରରୁ ଧାରା ୩୭୦ ଉଠିବା ପରେ ଦେଶର ବିଭିନ୍ନ ବିମାନ ବନ୍ଦରର ସୁରକ୍ଷାକୁ ବଢ଼ାଇ ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ବିମାନବନ୍ଦରର ସୁରକ୍ଷାକୁ ମଧ୍ୟ କଡ଼ାକଡ଼ି କରାଯାଇଛି। ବିଶେଷ କରି ପୂର୍ବରୁ ଜାରି ହୋଇଥିବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁୟର ଏବଂ ସୁରକ୍ଷା ପ୍ରକ୍ରିୟାକୁ ଅଧିକ ସୁଦୃଢ଼ କରାଯାଇଛି । ରନୱେଠାରୁ ଆରମ୍ଭ କରି ସିକ୍ୟୁରିଟି ଯାଞ୍ଚ, ଟର୍ମିନାଲ୍ ପରିସର ତଥା ପାର୍କିଂ ଅଞ୍ଚଳକୁ ବେଶି ଗୁରୁତ୍ୱ ଦିଆଯାଇଛି ।ନନ୍-ପାର୍କିଂ ଅଞ୍ଚଳରେ […]

bbsr-1..

bbsr-1..

Niharika Rout
  • Published: Friday, 09 August 2019
  • Updated: 09 August 2019, 10:59 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଜମ୍ମୁ ଓ କଶ୍ମୀରରୁ ଧାରା ୩୭୦ ଉଠିବା ପରେ ଦେଶର ବିଭିନ୍ନ ବିମାନ ବନ୍ଦରର ସୁରକ୍ଷାକୁ ବଢ଼ାଇ ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ବିମାନବନ୍ଦରର ସୁରକ୍ଷାକୁ ମଧ୍ୟ କଡ଼ାକଡ଼ି କରାଯାଇଛି। ବିଶେଷ କରି ପୂର୍ବରୁ ଜାରି ହୋଇଥିବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁୟର ଏବଂ ସୁରକ୍ଷା ପ୍ରକ୍ରିୟାକୁ ଅଧିକ ସୁଦୃଢ଼ କରାଯାଇଛି ।

ରନୱେଠାରୁ ଆରମ୍ଭ କରି ସିକ୍ୟୁରିଟି ଯାଞ୍ଚ, ଟର୍ମିନାଲ୍ ପରିସର ତଥା ପାର୍କିଂ ଅଞ୍ଚଳକୁ ବେଶି ଗୁରୁତ୍ୱ ଦିଆଯାଇଛି ।ନନ୍-ପାର୍କିଂ ଅଞ୍ଚଳରେ ରଖାଯାଉଥିବା ଗାଡ଼ିଗୁଡ଼ିକ ଉପରେ ସନ୍ଦେହ  ହେଲେ ପାର୍କିଂ  ସମୟରେ ସତର୍କତା ଅବଲମ୍ବନ କରିବାକୁ ବିମାନବନ୍ଦର ପକ୍ଷରୁ କୁହାଯାଇଛି ।

ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ପ୍ରତିବର୍ଷ ସୁରକ୍ଷା କଡ଼ାକଡ଼ି କରାଯାଉଥିବା ବେଳେ ଏଥର ଧାରା ୩୭୦ ଯୋଗୁ ବେଶ୍ କିଛିଦିନ ପୂର୍ବରୁ ଏପରି ସତର୍କତା ଅବଲମ୍ବନ କରାଯାଉଥିବା ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story